କାଲିଠୁ ବର୍ଷା
ଓଏଲ୍ ବ୍ୟୁରୋ: ରାଜ୍ୟରେ ବର୍ଷା ସମ୍ଭାବନା। ଆସନ୍ତା ୨୪ ଓ ୨୫ ତାରିଖରେ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ବର୍ଷା ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ୨୪ ତାରିଖରେ…