ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ ହେଲେ…
ଭୁବନେଶ୍ୱର: ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିକେ ପଟେଲଙ୍କୁ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି। ଏନେଇ ଆଜି ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ ବିପି ଦାଶ ଚଳିତ ମାସ ୧୪ତାରିଖରେ ଅଧ୍ୟକ୍ଷ ପଦବୀରୁ ଅବସର ନେବାପରେ ଏହି ପଦ ଖାଲି ପଡ଼ିଥିଲା।…