ଜେଇଇ ପରୀକ୍ଷାର୍ଥୀଙ୍କର ହେବ ଥର୍ମାଲ…
ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ସମୟରେ ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ଜେଇଇ ମେନ ପରୀକ୍ଷା ହେବ। ଭୁବନେଶ୍ୱରର ୬ଟି କେନ୍ଦ୍ରରେ ୧୬ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ପୂର୍ବରୁ ଜେଇଇ ପରୀକ୍ଷାର୍ଥୀଙ୍କର କରାଯିବ ଥର୍ମାଲ ସ୍କ୍ରିନିଂ। ଏଥିପାଇଁ ସରକାରଙ୍କ କଡା…