କରୋନା କଟକଣା ମଧ୍ୟରେ ଖୋଲିଲା…
ଭୁବନେଶ୍ୱର: ଅନ୍ଲକ୍ ୪ ରେ ରାଜ୍ୟରେ କିଛି କରୋନା ନିୟମରେ ପରିବର୍ତ୍ତନ ହୋଇଛି। କରୋନା କଟକଣା ମଧ୍ୟରେ ଆଜି ରେଷ୍ଟୁରାଣ୍ଟ ଓ ବାର୍ ଖୋଲିଛି। ଏଣିକି ରାଜ୍ୟରେ ହୋଟେଲ, ବାର ଓ ରେଷ୍ଟୁରାଣ୍ଟରେ ଗ୍ରାହକ ମାନେ ବସି ଖାଇ ପାରିବେ। ଗତକାଲି ରାଜ୍ୟ ସରକାର ଏନେଇ ବିଜ୍ଞପ୍ତି ପ୍ରକାଶ କରିବା ପରେ ଆଜି…