ଧାନ କିଣାର ୪୮ ଘଣ୍ଟା ଭିତରେ ଆକାଉଣ୍ଟକୁ…
ଓଏଲ୍ ବ୍ୟୁରୋ: ନଭେମ୍ବର ତୃତୀୟ ସପ୍ତାହରେ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା। ନିର୍ବାଚନ ବେଳେ ଚାଷୀଙ୍କୁ ଦେଇଥିବା ଏମଏସପି ଗ୍ୟାରେଣ୍ଟି ପୂରଣ କରିବାକୁ ଯାଉଛନ୍ତି ସରକାର । ଧାନ କିଣାର ୪୮ ଘଣ୍ଟା ଭିତରେ ଚାଷୀଙ୍କ ଆକାଉଣ୍ଟକୁ ଆସିବ ଏମଏସପି ଓ ଇନପୁଟ୍ ସବସିଡି ଅର୍ଥାତ୍ ୩୧ ଶହ ଟଙ୍କା । ଏଥିପାଇଁ…