ମିଲର ଓ ସରକାରଙ୍କ ମଧ୍ୟମରେ ଅସାଧୁ ମେଣ୍ଟ…
ଭୁବନେଶ୍ୱର: ସାରା ରାଜ୍ୟରେ ହଜାର ହଜାର ସଂଖ୍ୟାରେ ଚାଷୀଙ୍କ ପାଖରେ ଧାନ ବିକ୍ରି ନହୋଇପାରି ସ୍ଥାନୀୟ ମଣ୍ଡିଗୁଡିକରେ ପଡିରହିଛି। ସରକାରଙ୍କ ତରଫରୁ ଟୋକନ ବ୍ୟବସ୍ଥାରେ ଧାନ ବିକ୍ରି ପାଇଁ ଥିବା ବିଧି ବ୍ୟବସ୍ଥାରେ ପ୍ରାୟ ହଜାର ସଂଖ୍ୟାରେ ଚାଷୀଙ୍କ ଟୋକନ ଲ୍ୟାପସ୍ ହେବା କାରଣରୁ ସେମାନଙ୍କ ଧାନ ମଣ୍ଡିରେ…