ପୁଣି ଅସୁସ୍ଥ ହେଲେ ସମାଜସେବୀ ପଦ୍ମଶ୍ରୀ…
କଟକ: ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ ପୁଣି ଅସୁସ୍ଥ ହୋଇ ପଡ଼ିଛନ୍ତି। ଆଜି ତାଙ୍କୁ କଟକ ବଡ଼ ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି।ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଗତକାଲି ଅସୁସ୍ଥ ହୋଇ ପଡ଼ିଥିଲେ।
ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ…