ହସ୍ପିଟାଲ୍ରେ ଭର୍ତ୍ତି ହେଲେ ମନ୍ତ୍ରୀ…
ଜୟପୁର : ରାଜ୍ୟ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କୋଭିଡ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। କରୋନାରେ ଆକ୍ରାନ୍ତ ହେବା ପରେ ହୋମ୍ କ୍ୱାରେଣ୍ଟାଇନ୍ରେ ଥିବା ଶ୍ରୀମତି ଦିଆନଙ୍କୁ ଜୟପୁର କୋଭିଡ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାମୀ ସଦାଶିବ ଦିଆନଙ୍କୁ ମଧ୍ୟ…