ଏପ୍ରିଲ୍ ୧ରୁ ସୋଆ ଏସ୍ଏଚ୍ଏମ୍…
ଭୁବନେଶ୍ୱର: ଓଡିଶାର ପାରମ୍ପରିକ ଖାଦ୍ୟ “ପଖାଳ” ପ୍ରତ୍ୟେକ ଓଡ଼ିଆଙ୍କ ଘରେ ଘରେ ବେଶ ଆଦୃତ । ଯଦିଓ ଖରାଦିନେ ଏହା ଖାଇବାକୁ ବେଶି ଭଲ ଲାଗେ ତେବେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ବର୍ଷକ ବାର ମାସ ଲୋକମାନେ ପଖାଳ ଖାଇବାକୁ ଭଲ ପାଇଥାନ୍ତି । ଏକ ଗ୍ରାମୀଣ ପରିବେଶରେ ସହରୀ ଲୋକଙ୍କୁ ପଖାଳ ପରଷିବାକୁ ଯୋଜନା କରିଛି…