ଡିସେମ୍ବର ୪ରୁ ଆରମ୍ଭ ସଂସଦର ଶୀତ…
ଓଏଲ୍ ବ୍ୟୁରୋ: ସଂସଦର ଶୀତ ଅଧିବେଶନ ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବ। ଶୀତ ଅଧିବେଶନ ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ। ସଂସଦୀୟ ବ୍ୟପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏନେଇ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ଚଳିତଥର ମୋଟ ୧୫ଟି କାର୍ଯ୍ୟ ଦିବସ ରହିଛି।
ବର୍ତ୍ତମାନ ଦେଶର ୫ଟି ରାଜ୍ୟରେ…