ମାଟ୍ରିକ ପିଲାଙ୍କୁ ମାଗଣାରେ ମିଳିବ…
ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷା ଦେବାକୁ ଥିବା ୬ ଲକ୍ଷ ୨୦ ହଜାର ପିଲାଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’ ବହି। ମାଟ୍ରିକ ପିଲାଙ୍କୁ ମାଗଣାରେ ମିଳିବ ‘ପରୀକ୍ଷା ଦର୍ପଣ’ ବହି। ସମ୍ଭାବ୍ୟ ପ୍ରଶ୍ନ ଓ ଉତ୍ତରକୁ ନେଇ ଏହି ‘ପରୀକ୍ଷା ଦର୍ପଣ’ ପ୍ରସ୍ତୁତ କରାଯାଇଛି।
ମାଟ୍ରିକ ପିଲାଙ୍କୁ ଏହି ମାଗଣାରେ ମିଳିବ…