ପେଣ୍ଠ ସମୁଦ୍ର କୂଳରେ ୧୪୪ ଧାରା
ପଟ୍ଟାମୁଣ୍ଡାଇ: ପର୍ଯ୍ୟଟକଙ୍କ ପାଇଁ ପେଣ୍ଠ ସମୁଦ୍ର କୂଳରେ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ନିୟମ ଜାରି କରିଛି। ନାଲି ପତାକା ଲଗାଇ ସର୍ବସାଧାରଣ ଲୋକଙ୍କୁ ଅବଗତ କରାଇବା ସହିତ ଆଜିଠାରୁ ୧୪୪ ଧାରା ଲାଗୁ କରିଛନ୍ତି।
ସୂଚନାଯୋଗ୍ୟ ଯେ, ଗତ ୧୫ଦିନ ମଧ୍ୟରେ ରାଜନଗର ପେଣ୍ଠ ସମୁଦ୍ର କୂଳରେ ଗାଧୋଇବା ବେଳେ…