Odisha Link
Bridging the Missing Links in Odisha
Browsing Tag

PM Narendra Modi

ଆଜି ବସିବ ମୋଦି ସରକାରଙ୍କ ତୃତୀୟ ପାଳିର…

ଓଏଲ୍‌ ବ୍ୟୁରୋ: “ମୁଁ ଶ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦି, ଈଶ୍ୱରଙ୍କ ନାଁରେ ଶପଥ କରୁଛି…। ୨୦୧୪ ମେ’ ୨୬, ୨୦୧୯ ମେ’ ୩ ପରେ, ୨୦୨୪ ଜୁନ୍‌ ୯ ତାରିଖରେ ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ଏଭଳି ଢଙ୍ଗରେ ଲଗାତାର ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ପ୍ରାୟ ୬ ଦଶନ୍ଧି ପରେ,…

ମୋଦିଙ୍କ ସଂପତ୍ତି କେତେ?

ଓଏଲ୍‌ ବ୍ୟୁରୋ: ସରଗରମ ସାରା ଦେଶର ରାଜନୀତି। ପର୍ଯ୍ୟାୟ କ୍ରମେ ନିର୍ବାଚନ ଆରମ୍ଭ ହୋଇଥିବାବେଳେ ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏସବୁ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ୍ ୱାଚର ରିପୋର୍ଟରେ ତଥ୍ୟ ପ୍ରକାଶ ପାଇବା ପରେ ମୋଦିଙ୍କ ସମ୍ପତିକୁ ନେଇ ବଡ ଖବର ସାମ୍ନାକୁ…

ଖୁବ୍‌ଶୀଘ୍ର ଓଡ଼ିଶାରେ ଗଡ଼ିବ ଆଉ ଏକ…

ଓଏଲ୍‌ ବ୍ୟୁରୋ: ଖୁବ୍‌ଶୀଘ୍ର ଓଡ଼ିଶାରେ ଆଉ ଏକ ବନ୍ଦେ ଭାରତ ଏକ୍ସପ୍ରେସ ଆରମ୍ଭ ହେବାକୁ ଯାଉଛି। ଦ୍ୱିତୀୟ ବନ୍ଦେ ଭାରତ ରାଉରକେଲାରୁ ଭୁବନେଶ୍ୱର ଯାଏଁ ଚାଲିବ ବୋଲି ଭୁବନେଶ୍ୱରରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି। ସୂଚନା ଅନୁସାରେ, ଗତ ମେ ମାସରେ ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ…

ଆଜି ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ,…

ଓଏଲ୍‌ ବ୍ୟୁରୋ: ଆଜି ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ। ଏହି ଦିବସ ପାଳନକୁ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ୧୯୯୯ ମସିହାରେ ଭାରତୀୟ ବୈଜ୍ଞାନିକ, ଇଞ୍ଜିନିୟର୍ ଏବଂ ଟେକ୍ନୋଲୋଜିଷ୍ଟଙ୍କ ସମ୍ମାନାର୍ଥେ ଆରମ୍ଭ କରିଥିଲେ। ଆଜି ଏହି ଦିବସକୁ ପ୍ରଗତି ମଇଦାନରେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ…

ଜାନୁଆରୀ ୨୭ରେ ‘ପରୀକ୍ଷା ପେ…

ଓଏଲ୍ ବ୍ୟୁରୋ : ଛାତ୍ରଛାତ୍ରୀଙ୍କ ପରୀକ୍ଷାକୁ ନେଇ ପରାମର୍ଶ ଦେବେ ପ୍ରଧାନମନ୍ତ୍ରୀ। ଜାନୁଆରୀ ୨୭ ତାରିଖରେ ଆୟୋଜିତ ହେବ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ। ଯେଉଁଥିରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଛାତ୍ର, ଶିକ୍ଷକ ଓ ଅବିଭାବକମାନଙ୍କୁ ଏହି କାର୍ଯ୍ୟକ୍ରମ ମାଧ୍ୟମରେ…

ଆଜି କରୋନାର ସ୍ଥିତି ସମୀକ୍ଷା କରିବେ…

ଓଏଲ୍ ବ୍ୟୁରୋ : ଦେଶରେ ପୁଣି ଥରେ କରୋନାର ଆଉ ଏକ ଭାରିଆଣ୍ଟ ଚିହ୍ନଟ ହୋଇଛି । ଓମିକ୍ରନର ବିଏଫ୍.୭ କରୋନା ଭୂତାଣୁ ଚିହ୍ନଟ ହେବା ପରେ ସରକାର ମଧ୍ୟ ଦେଶର ସୁରକ୍ଷାର ପ୍ରସ୍ତୁତି ଆରମ୍ଭ କରିବା ପାଇଁ ଆଗେଇଛନ୍ତି। କରୋନାର ସ୍ଥିତିକୁ ନେଇ ଆଜି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଜି…

କାଲିଠୁ ସଂସଦର ଶୀତକାଳୀନ ଅଧିବେଶନ

ଓଏଲ୍ ବ୍ୟୁରୋ : ଆସନ୍ତାକାଲିଠୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ। ଏହି ଗୁରୁତ୍ୱପୂର୍ଣ ଅଧିବେଶନ ପାଇଁ ଆଜି କେନ୍ଦ୍ରସରକାରଙ୍କ ପକ୍ଷରୁ ସର୍ବଦଳୀୟ ବୈଠକ ଡକାଯାଇଥିବାବେଳେ ସବୁ ଦଳର ନେତାଙ୍କୁ ଏଥିପାଇଁ ଆମନ୍ତ୍ରଣ କରାଯାଇଛି। ଡିସେମ୍ବର ୨୯ପର୍ଯ୍ୟନ୍ତ ହେବ ଶୀତ ଅଧିବେଶନ ଏବଂ ଏଥିରେ ୨୩ଟି କାର୍ଯ୍ୟ…

ଜାତିସଂଘ ନିରାପତ୍ତା ପରିଷଦରେ ଅଧ୍ୟକ୍ଷତା…

ନୂଆଦିଲ୍ଲୀ: ଭାରତ ଜାତିସଂଘ ନିରାପତ୍ତା ପରିଷଦ(ୟୁଏନଏସସି)ର ନେତୃତ୍ବ ନେବା ପରେ ଆଜି ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରିବେ। ଆଜି ୟୁଏନଏସସିରେ ‘ସାମୁଦ୍ରିକ ସୁରକ୍ଷା ବୃଦ୍ଧି ଲାଗି ଅନ୍ତର୍ଜାତୀୟ ସହଯୋଗ ସଂପର୍କିତ ବିଷୟ ଉପରେ ଏକ ଉଚ୍ଚସ୍ତରୀୟ ଭର୍ଚୁଆଲ୍ ଖୋଲା ବିତର୍କର…

ନଭେମ୍ବର ଯାଏ ମାଗଣା ରାସନ ନେଇ…

ନୂଆନିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଦେଶବାସୀଙ୍କୁ ମାଗଣା ଟୀକା ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହ ମାଗଣା ରାସନ ମଧ୍ୟ ଘୋଷଣା କରିଛନ୍ତି। କରୋନା ପାଇଁ ଜୀବିକା ବିପନ୍ନ ହୋଇଥିବାରୁ ନଭେମ୍ବର ମାସ ଯାଏ ମାଗଣା ରାସନ ଦିଆଯିବାକୁ ଘୋଷଣା…

ବିଗତ ଶହେ ବର୍ଷ ମଧ୍ୟରେ ଏହା ସବୁଠୁ ବଡ଼…

ନୂଆନିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ମୋଦି କହିଛନ୍ତି ଯେ, କରୋନାର ୨ୟ ଲହରରେ ଆମର ଲଢ଼େଇ ଜାରି ରହିଛି। ଅନେକ ନିଜର ପରିଜନ, ପରିଚିତଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ସହ ଅଛି। ବିଗତ ଶହେ ବର୍ଷ ମଧ୍ୟରେ ଏହା ସବୁଠୁ ବଡ଼ ମହାମାରୀ। ଆମେ ପୂର୍ବରୁ ଏଭଳି…