ଆଞ୍ଚଳିକ ଦଳକୁ ଅଜଣା ଚାନ୍ଦା: ଡିଏମ୍କେ…
ଓଏଲ୍ ବ୍ୟୁରୋ: ପ୍ରକାଶ ପାଇଲା ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ (ଏଡିଆର୍) ରିପୋର୍ଟ । ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଦେଶର ଆଞ୍ଚଳିକ ଦଳଗୁଡ଼ିକର ପାଣ୍ଠି ଉତ୍ସର ଏକ ରିପୋର୍ଟ ପ୍ରକାଶ କରିଛି ଏଡିଆର୍। ରିପୋର୍ଟ ଅନୁଯାୟୀ ଅଜଣା ସୂତ୍ରରୁ ସର୍ବାଧିକ ଅର୍ଥ ପାଇଥିବା ଆଞ୍ଚଳିକ ଦଳଗୁଡ଼ିକ…