ଅନ୍ଲାଇନ୍ ପଲ୍ୟୁସନ୍ ଟେଷ୍ଟିଂ…
ଭୁବନେଶ୍ୱର: ରାଜ୍ୟରେ ଅକ୍ଟୋବର ୧ ତାରିଖରୁ ସବୁ ଗାଡ଼ି ପାଇଁ ଅନ୍ଲାଇନ୍ ପଲ୍ୟୁସନ୍ ଟେଷ୍ଟିଂ ସାର୍ଟିଫିକେଟ୍ ବାଧ୍ୟତାମୂଳକ କରାଯିବ। ଏହି ସାର୍ଟିଫିକେଟ୍ ‘VAHAN’ରେ ଅପ୍ଲୋଡ୍ ହୋଇଥିବା ଆବଶ୍ୟକ। ସେହିପରି କୌଣସି ପଲ୍ୟୁସନ୍ ଟେଷ୍ଟିଂ ସେଣ୍ଟର ଅକ୍ଟୋବର ପହିଲାରୁ ମାନୁଆଲ୍ ସାର୍ଟିଫିକେଟ୍ ଜାରି…