ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ, ଦିନକରେ…
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ଆଜି ସଂକ୍ରମଣ ହାର ବଢ଼ିଛି। ଗତକାଲି ରାଜ୍ୟରେ କରୋନା ସଂକ୍ରମଣ ୩ ହଜାର ତଳକୁ ହ୍ରାସ ପାଇଥିବା ବେଳେ ଆଜି ୩ ହଜାର ଉପରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ…