ଆଖି ବୁଜିଲେ ଆଉ ୧୫ କରୋନା ଆକ୍ରାନ୍ତ
ଭୁବନେଶ୍ଵର : ରାଜ୍ୟରେ ଆଜିର ଆଉ ୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୯୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।…