ସୁଭଦ୍ରା ଯୋଜନା: ରବିବାର ମିଳିବ ତୃତୀୟ…
ଓଏଲ୍ ବ୍ୟୁରୋ: ରବିବାର ମିଳିବ ସୁଭଦ୍ରା ଯୋଜନାର ତୃତୀୟ ପର୍ଯ୍ୟାୟ ଟଙ୍କା।‘ସୁଭଦ୍ରା’ରୁ ବାଦ ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ଶେଷ ହୋଇଛି। ଯାଞ୍ଚ ପରେ ୨୨ ପ୍ରତିଶତ ଆବେଦନକାରୀଙ୍କୁ ଆସନ୍ତାକାଲି ଟଙ୍କା ମିଳିବ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଉପମୁଖ୍ୟମନ୍ତ୍ରୀ ଆହୁରି…