ଆଜି ପ୍ରଦୀପଙ୍କ ଜାମିନ ଆବେଦନ ଶୁଣାଣି
ଭୁବନେଶ୍ୱର: ଆଜି ପ୍ରଦୀପଙ୍କ ଜାମିନ ଆବେଦନ ଶୁଣାଣି। ଅର୍ଥ ଠକେଇ ମାମଲାରେ ଗିରଫ ହୋଇ ଝାରପଡ଼ା ଜେଲ୍ରେ ଅଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ପ୍ରଦୀପଙ୍କ ଜାମିନ ଆବେଦନ ଉପରେ ଆଜି ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଙ୍କ କୋର୍ଟରେ ଶୁଣାଣି ହେବ।
ପୂର୍ବରୁ ଜାମିନ ପାଇଁ ପ୍ରଦୀପ ଏସ୍ଡିଜେଏମ୍ଙ୍କ…