ସମ୍ ଅଲ୍ଟିମେଟ ମେଡିକେୟାରରେ ଯୋଗ ଦେଲେ…
ଭୁବନେଶ୍ୱର : ସମ୍ ଅଲ୍ଟିମେଟ୍ ମେଡିକେୟାର ରେ ସିନିୟର କନ୍ସଲ୍ଟାଂଟ ଭାବେ ଯୋଗ ଦେଇଛନ୍ତି ବିଶିଷ୍ଟ ଶିଶୁରୋଗ ବିଶେଷଜ୍ଞ ଡଃ ପ୍ରଦୀପ କୁମାର ଦେ । ଭିଏସ୍ଏସ୍ ମେଡିକାଲ କଲେଜର ଛାତ୍ର ଡଃ ଦେ ବନାରସ ହିନ୍ଦୁ ୟୁନିଭର୍ସିଟି, ବାରଣାସୀରୁ ଶିଶୁ ରୋଗ ବିଜ୍ଞାନରେ ପୋଷ୍ଟ ଗ୍ରାଜୁଏଟ୍ କରିଛନ୍ତି । ଜଣେ…