ଖୋର୍ଦ୍ଧା-ବଲାଙ୍ଗୀର ରେଳପଥର କାର୍ଯ୍ୟ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୮୯ କିଲୋମିଟର ଦୈର୍ଘ୍ୟବିଶିଷ୍ଟ ଓଡ଼ିଶାର ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ନିର୍ମାଣ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଛନ୍ତି। ବୁଧବାର ନୂଆଦିଲ୍ଲୀଠାରେ ଅନୁଷ୍ଠିତ ‘ପ୍ରଗତି’ ବୈଠକରେ ପ୍ରଧାନମନ୍ତ୍ରୀ ଏହି ପ୍ରକଳ୍ପ ସଂପର୍କରେ ଟିକିନିଖି ତଥ୍ୟ ଜାଣିବାକୁ…