Odisha Link
Bridging the Missing Links in Odisha
Browsing Tag

Prashant Jagdev

ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା…

ଓଏଲ୍‌ ବ୍ୟୁରୋ: ଖୋର୍ଦ୍ଧାର ନୂଆ ବିଧାୟକ ତଥା ବିଜେପି ନେତା ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ। ଆଉ କିଛି ସମୟ ପରେ ଶପଥ ନେବେ ବିଜେପି ସରକାର। ପୂର୍ବରୁ ୩ ଦିନ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ କୋର୍ଟ। ଆଜି ସମ୍ପୂର୍ଣ୍ଣ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ।

ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଅବଧି…

ଓଏଲ୍‌ ବ୍ୟୁରୋ: କଟକ ବଡ଼ ମେଡିକାଲରୁ ଡିସଚାର୍ଜ ହେଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିବା ପରେ ଏସସିବି ମେଡିକାଲରୁ ଡିସଚାର୍ଜ ହୋଇଛନ୍ତି ଖୋର୍ଦ୍ଧାର ନବନିର୍ବାଚିତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଆସନ୍ତାକାଲି ଓଡ଼ିଶାର ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀ ଶପଥ…

ପ୍ରଶାନ୍ତ ଜଗଦ୍ଦେବଙ୍କୁ ୩ ଦିନିଆ…

ଓଏଲ୍‌ ବ୍ୟୁରୋ: ଖୋର୍ଦ୍ଧାର ନୂଆ ବିଧାୟକ ତଥା ବିଜେପି ନେତା ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ। ନିର୍ବାଚନ ଫଳାଫଳ ପାଇବାର ୩ ଦିନ ପରେ ମାତ୍ର ୩ ଦିନ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି କୋର୍ଟ। ଖୋର୍ଦ୍ଧା ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ୯ ତାରିଖରୁ…

ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଖାରଜ

ଓଏଲ୍‌ ବ୍ୟୁରୋ: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନର ଶୁଣାଣି ହୋଇଛି। ଜାମିନ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨। ବୁଥ୍‌ ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଛନ୍ତି ଜଗଦ୍ଦେବ। ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟଙ୍କ ସମେତ ୪୦ଜଣ…

ଇଭିଏମ୍‌ ଭଙ୍ଗା ମାମଲା: ସାମ୍ନାକୁ ଆସିଲା…

ଓଏଲ୍‌ ବ୍ୟୁରୋ: ତୃତୀୟ ପର୍ଯ୍ୟାୟ ନିର୍ବାଚନ ସମୟରେ ଇଭିଏମ୍‌ ଭାଙ୍ଗିବା ମାମଲାରେ ବନ୍ଧା ହୋଇଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଯାହାକୁ ନେଇ ବିଜେଡି-ବିଜେପି ମୁହାଁମୁହିଁ ହୋଇଛନ୍ତି। ଏସବୁ ମଧ୍ୟରେ ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ।ଜଗଦ୍ଦେବ କାଉଁରିପାଟଣା ବୁଥରେ ଭୋଟ ଦେଉଥିବା ବେଳର…

ଜେଲ୍‌ରେ ପ୍ରଶାନ୍ତ ଜଗଦ୍ଦେବ, ସିସିଟିଭି…

ଓଏଲ୍‌ ବ୍ୟୁରୋ: ପୁଣିଥରେ ବନ୍ଧା ହେଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଶନିବାର ରାତିରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରିଥିଲା ପୁଲିସ। ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ…

ପ୍ରଚାରର ଶେଷ ଦିନରେ ଖୋର୍ଦ୍ଧା ରାଜନୀତି…

ଓଏଲ୍‌ ବ୍ୟୁରୋ: ଆଉ ଦିନକ ପରେ ଓଡ଼ିଶାରେ ଅନୁଷ୍ଠିତ ହେବ ତୃତୀୟ ପର୍ଯ୍ୟାୟ ନିର୍ବାଚନ। ଆଜି ହେଉଛି ପ୍ରଚାରର ଶେଷ ଦିନ। ଆଉ ଏଥି ମଧ୍ୟରେ ଶାସନ ବିଜୁ ଜନତା ଦଳକୁ ଲାଗିଛି ବଡ଼ ଝଟକା। ଖୋର୍ଦ୍ଧାର ବିଧାୟକ ଜିତୁ ମିତ୍ର ଆଜି ଦଳ ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି। ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ…

ଚିଲିକା ବିଧାୟକ ଗିରଫ

ଓଏଲ୍‌ ବ୍ୟୁରୋ: ହସ୍ପିଟାଲରୁ ଡିସଚାର୍ଜ ହେଉ ହେଉ ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ପ୍ରଶାନ୍ତଙ୍କୁ ଗିରଫ କରିବାପରେ ଭୁବନେଶ୍ବର କୋର୍ଟରେ ତାଙ୍କୁ ହଜାର କରାଯିବ। ପରେ ତାଙ୍କୁ ବାଣପୁର କୋର୍ଟକୁ ନି୍ଆଯିବ। ପ୍ରଶାନ୍ତଙ୍କ ଗିରଫ ନେଇ ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ।…

ବିଜେଡି ବିଧାୟକ ନିଲମ୍ବିତ

ଭୁବନେଶ୍ବର: ଦବଙ୍ଗଗିରି ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ବିଜେଡି ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଝଟକା। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ତାଙ୍କୁ ଦଳରୁ  ନିଲମ୍ବିତ କରିଛନ୍ତି। ତାଙ୍କ ନାମରେ ବାଲୁଗାଁ NAC  କାର୍ଯ୍ୟାଳୟ ପରିସରରେ ବିଜେପି ନେତା ଙ୍କୁ ମାଡ ମରିଥିବା ଅଭିଯୋଗ ହୋଇଥିଲା।…

ଚିଲିକା ବିଧାୟକଙ୍କ ଦବଙ୍ଗଗିରି

ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ପୁଣି ଚର୍ଚ୍ଚାରେ। ତାଙ୍କ ନାମରେ ଆସିଛି ବଡ଼ ଅଭିଯୋଗ। ଦବଙ୍ଗଗିରି ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଜଗଦ୍ଦେବ ବାଲୁଗାଁ ବିଜେପି ମଣ୍ଡଳ ସଭାପତିଙ୍କୁ ପିଟିଥିବା ଅଭିଯୋଗ ହୋଇଛି। ବିଚ୍ ରାସ୍ତାରେ ସଭାପତି ନିରଞ୍ଜନ ସେଠୀଙ୍କୁ ପିଟିଛନ୍ତି ପ୍ରଶାନ୍ତ।…