Odisha Link
Bridging the Missing Links in Odisha
Browsing Tag

President Of India

ସମ୍ବିଧାନ ଦିବସ: ଉନ୍ମୋଚିତ ହେବ ୨…

ଓଏଲ୍‌ ବ୍ୟୁରୋ: ଆଜି ପୁରା ଦେଶ ପାଳୁଛି ୭୫ତମ ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖକୁ ସମ୍ବିଧାନ ଦିବସ ଭାବରେ ପାଳନ କରାଯାଏ । ୧୯୪୯ ମସିହା ନଭେମ୍ବର ୨୬ରେ ଭାରତ ସମ୍ବିଧାନକୁ ଗ୍ରହଣ କରିଥିଲା ଏବଂ ୧୯୫୦ ମସିହା ଜାନୁଆରୀ ୨୬ରେ ଏହାକୁ ଭାରତରେ ଲାଗୁ କରାଯାଇଥିଲା । ୨୦୧୫ ମସିହାରେ…

ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ…

ଓଏଲ୍‌ ବ୍ୟୁରୋ: ସଂସଦର ମିଳିତ ଅଧିବେଶନକୁ ଆଜି ସମ୍ବୋଧିତ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅଷ୍ଟାଦଶ ଲୋକସଭା ଏବଂ ୨୬୪ ତମ ରାଜ୍ୟସଭାର ମିଳିତ ଅଧିବେଶନରେ ଉଦବୋଧନ ରଖୁଛନ୍ତି ମାଡାମ୍ ପ୍ରେସିଡେଣ୍ଟ। ନିଜର ଉଦବୋଧନ ବେଳେ ମହାମହିମ ରାଷ୍ଟ୍ରପତି ନୂଆ ସରକାରର ନୀତି, ଯୋଜନା ଏବଂ ଆଗାମୀ ରୋଡ୍…

ଜୁନ୍‌ ୯ରେ ଶପଥ ସମାରୋହ, ମୋଦିଙ୍କୁ ନୂଆ…

ଓଏଲ୍‌ ବ୍ୟୁରୋ: “ମୁଁ ଶ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦି, ଈଶ୍ୱରଙ୍କ ନାଁରେ ଶପଥ କରୁଛି…। ୨୦୧୪ ମେ’ ୨୬, ୨୦୧୯ ମେ’ ୩ରେ ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ଏଭଳି ଢଙ୍ଗରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ ନରେନ୍ଦ୍ର ମୋଦି। ଠିକ୍‌ ଏଭଳି ଢଙ୍ଗରେ ଜୁନ୍‌ ୯ ତାରିଖରେ ଶପଥ ନେବେ ମୋଦି। ଆଜି ମହାମହିମ…

ରାଷ୍ଟ୍ରପତିଙ୍କୁ ଭେଟିଲେ ଏନଡିଏ…

ଓଏଲ୍‌ ବ୍ୟୁରୋ: “ମୁଁ ଶ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦି, ଈଶ୍ୱରଙ୍କ ନାଁରେ ଶପଥ କରୁଛି…। ୨୦୧୪ ମେ’ ୨୬, ୨୦୧୯ ମେ’ ୩ରେ ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ଏଭଳି ଢଙ୍ଗରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ ନରେନ୍ଦ୍ର ମୋଦି। ଠିକ୍‌ ଏଭଳି ଢଙ୍ଗରେ ଜୁନ୍‌ ୯ ତାରିଖ ସନ୍ଧ୍ୟା ୬ଟାରେ ଶପଥ ନେବେ ମୋଦି।…

ଏନଡିଏ ନେତା ନିର୍ବାଚିତ ହେଲେ ମୋଦି

ଓଏଲ୍‌ ବ୍ୟୁରୋ: ଶେଷ ହେଲା ଏନଡିଏ (ଜାତୀୟ ଗଣତାନ୍ତ୍ରିକ ମେଣ୍ଟ)ର ବୈଠକ। ନୂଆଦିଲ୍ଲୀରେ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଥିବା ଏନଡିଏ ବୈଠକରେ ବିଜେପି, ଜେଡିୟୁ, ଟିଡିପି ସମେତ ଅନ୍ୟାନ୍ୟ ସହଯୋଗୀ ଦଳଗୁଡ଼ିକର ନେତାମାନେ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ହୋଇଥିବା ବୈଠକରେ ନରେନ୍ଦ୍ର…

ସପ୍ତଦଶ ଲୋକସଭା ଭଙ୍ଗ କଲେ ରାଷ୍ଟ୍ରପତି

ଓଏଲ୍‌ ବ୍ୟୁରୋ: ଭାଙ୍ଗିଲା ସପ୍ତଦଶ ଲୋକସଭା। ଭଙ୍ଗ କରିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆ ସରକାର ଗଠନ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ରାଷ୍ଟ୍ରପତି ଭବନକୁ ଯାଇ ସେଠାରେ ରାଷ୍ଟ୍ରପତିଙ୍କୁ ଇସ୍ତଫାପତ୍ର ଦେଇଥିଲେ। ଏହା ପରେ ରାଷ୍ଟ୍ରପତି ଲୋକସଭା ଭଙ୍ଗ…

ଆଜି ୫ ମହାନ ବ୍ୟକ୍ତିତ୍ବଙ୍କୁ ପ୍ରଦାନ…

ଓଏଲ୍‌ ବ୍ୟୁରୋ: ଆଜି ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେବ ସ୍ବତନ୍ତ୍ର ସମାରୋହ। ୫ ଜଣ ବିଶିଷ୍ଟ ବ୍ୟକ୍ତିତ୍ବଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିକ କରାଯିବ। ଚଳିତ ବର୍ଷ କର୍ପୁରୀ ଠାକୁର, ଏମଏସ ସ୍ୱାମୀନାଥନ୍‌‌, ଚୌଧୁରୀ ଚରଣ ସିଂହ, ପିଭି ନରସିଂହ ରାଓ ଓ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ପ୍ରଦାନ…

ରାଷ୍ଟ୍ରପତି ଅନ୍ଧାରରେ ଭାଷଣ ଦେବା ଘଟଣା:…

ଓଏଲ୍‌ ବ୍ୟୁରୋ: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିଭାଷଣ ସମୟରେ ବିଦ୍ୟୁତ ଚାଲିଯିବା ପ୍ରସଙ୍ଗ ଏବେ ଓଡ଼ିଶାରୁ ଆରମ୍ଭ କରି ରାଜଧାନୀ ଦିଲ୍ଲୀ ପର୍ଯ୍ୟନ୍ତ ଚର୍ଚ୍ଚାରେ। ଆଜି ବାରିପଦାର ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମହାମହିମ ରାଷ୍ଟ୍ରପତିଙ୍କ ଅଭିଭାଷଣ ସମୟରେ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନବନିଯୁକ୍ତ…

ଓଏଲ୍‌ ବ୍ୟୁରୋ : ମହାମହିମ ଦେଲେ ଗୁରୁମନ୍ତ୍ର। ନବନିଯୁକ୍ତି ଆଇପିଏସ ଅଫିସରଙ୍କୁ ଉଦବୋଧନ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ହାଇଦ୍ରାବାଦ ସ୍ଥିତ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ନ୍ୟାସନାଲ ପୁଲିସ ଏକାଡେମୀରେ ନବନିଯୁକ୍ତ ଆଇପିଏସ ଅଫିସରଙ୍କୁ କାମ କରିବାର ଗୁରୁମନ୍ତ୍ର ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ…

ମହାମହିମଙ୍କ ଓଡ଼ିଶା ଗସ୍ତ: ପଢ଼ୁଥିବା…

ଓଏଲ ବ୍ୟୁରୋ: ଆଜି ହେଉଛି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ୨ୟ ଦିନ। ମହାମହିମ ଅନ୍ତିମ ଦିନରେ ୨ଟି ବିଦ୍ୟାଳୟ ଓ କୁନ୍ତଳା କୁମାରୀ ଆଦିବାସୀ ହଷ୍ଟେଲ ପରିଦର୍ଶନ କରିଛନ୍ତି। ନିଜେ ପଢ଼ୁଥିବା ବିଦ୍ୟାଳୟ ୟୁନିଟ - ୨ ବାଳିକା ଉଚ୍ଚ ବିଦ୍ୟାଳୟରେ ପହଂଚିଥିଲେ। ପ୍ରଥମେ ଖଣ୍ଡଗିରିର ତପୋବନ…