ରାଷ୍ଟ୍ରପତି ନେଲେ କରୋନା ଟିକା
ନୂଆଦିଲ୍ଲୀ: କରୋନା ମହାମାରୀ ବିରୋଧରେ ସବୁଠାରୁ ବଡ଼ ଟିକା କରଣ ଅଭିଯାନ ଭାରତରେ ଚାଲୁ ରହିଛି। ଏହି କ୍ରମରେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆର.ଆର୍ ହସ୍ପିଟାଲରେ କୋଭିଡ-୧୯ ଟିକାର ପ୍ରଥମ ଡୋଜ ନେଇଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍ ଶାହା, ରକ୍ଷାମନ୍ତ୍ରୀ…