Odisha Link
Bridging the Missing Links in Odisha
Browsing Tag

President

ପାଠପଢ଼ା ସହିତ ଛାତ୍ରଛାତ୍ରୀମାନଙ୍କର ସମାଜ…

ରାଉରକେଲା: ଆଜି ରାଉରକେଲାର ଏନଆଇଟିରେ ଅଷ୍ଟାଦଶ ସମାବର୍ତ୍ତନ ସମାରୋହରେ ଯୋଗଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ, ଦେଶର ଟେକ୍ନୋଲୋଜି କ୍ଷେତ୍ରରେ ଏନଆଇଟିର ଭୂମିକା ପ୍ରଶଂସନୀୟ। ଏହା ସହିତ ଏନଆଇଟି ଛାତ୍ରଛାତ୍ରୀମାନଙ୍କର ସମାଜ ପ୍ରତି ଅବଦାନ ରହିଛି।…

ଆଜି ରାଉରକେଲା ଏନଆଇଟି ସମାବର୍ତ୍ତନ…

ରାଉରକେଲା: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆଜି ସକାଳ ୯ଟା ୪୫ ମିନିଟରେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ପହଞ୍ଚିବେ ରାଷ୍ଟ୍ରପତି। ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସକାଳ ୯ଟା ୫୫ରେ ରାଉରକେଲା…

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ…

ଭୁବନେଶ୍ବର: ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସ୍ୱତନ୍ତ୍ର ବିମାନ ଯୋଗେ ଆସି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ତାଙ୍କୁ ସ୍ୱାଗତ କରିବା ପାଇଁ ବିଭିନ୍ନ ନେତୃବୃନ୍ଦଙ୍କ ସହ…

ମା’ଙ୍କ ପାଇଁ ରାଷ୍ଟ୍ରପତିଙ୍କୁ ଅନୁରୋଧ…

ନୂଆଦିଲ୍ଲୀ : ସ୍ବାଧୀନତା ପରେ ଭାରତରେ ପ୍ରଥମଥର ପାଇଁ ଫାଶୀ ପାଇବେ ଜଣେ ମହିଳା। ସେ ତାଙ୍କ ପ୍ରେମିକ ସଲିମ୍‌ଙ୍କ ସହ ମିଶି ତାଙ୍କ ପରିବାରର ୭ ଜଣ ସଦସ୍ୟଙ୍କୁ ଅତି ବର୍ବର ଭାବେ ହତ୍ୟା କରିଥିଲେ। ସବନମ୍‌ଙ୍କୁ ଫାଶୀ ପାଇଁ ମଥୁରା ଜେଲ୍‌ରେ ପ୍ରସ୍ତୁତି ଆରମ୍ଭ ‌ହୋଇଯାଇଛି। ୨୦୦୮ ମସିହାର ଏହି ହତ୍ୟା…

ରାମ ମନ୍ଦିର ନିର୍ମାଣ ପାଇଁ ୫ ଲକ୍ଷ…

ନୂଆଦିଲ୍ଲୀ: ରାମ ମନ୍ଦିର ନିର୍ମାଣ ପାଇଁ ୫ ଲକ୍ଷ ଟଙ୍କା ଦେଇଛନ୍ତି ରାଷ୍ଟ୍ରପତି। ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ‘ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍‍’ର ପ୍ରତିନିଧିମାନଙ୍କୁ ଭେଟିବା ସହ ନିଜ ବ୍ୟକ୍ତିଗତ ଆକାଉଣ୍ଟ୍‌ରୁ ୫ ଲକ୍ଷ ୧୦୦ ଟଙ୍କା ପ୍ରଦାନ କରିଛନ୍ତି। ‘ରାମ ଜନ୍ମଭୂମି ତୀର୍ଥ…

CAG ଭାବେ ଶପଥ ନେଲେ ଗିରୀଶ ଚନ୍ଦ୍ର…

ନୂଆଦିଲ୍ଲୀ: ଆଜି CAG ଭାବେ ଶପଥ ନେଲେ ଗିରୀଶ ଚନ୍ଦ୍ର ମୁର୍ମୁ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀ ମୁର୍ମୁଙ୍କୁ ଶପଥ ପାଠ କରାଇଥିଲେ। ଶପଥ ପାଠ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ଥିଲେ। ଏଥିସହିତ ବରିଷ୍ଠ ପଦାଧିକାରୀ ମାନେ ଉପସ୍ଥିତ ଥିଲେ। ଆୟୋଜିତ ଶପଥ…

ସଂସ୍କୃତରେ ଶପଥ ନେଲେ ସୁରିନାମ୍‌‌ର ନୂଆ…

ଓଏଲ୍‌ ବ୍ୟୁରୋ: ଦକ୍ଷିଣ ଆମେରିକୀୟ ରାଷ୍ଟ୍ର ସୁରିନାମ୍‌ର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଭାରତୀୟ ବଂଶୋଦ୍ଭବ ଚନ୍ଦ୍ରିକାପ୍ରସାଦ ସନ୍ତୋଖୀ। ହିନ୍ଦୁ ରୀତିରେ ବେଦପାଠ ସହ ସଂସ୍କୃତ ଭାଷାରେ ପଦ ଓ ଗୋପନୀୟତାର ଶପଥ ନେବାରେ ସେ ହେଉଛନ୍ତି ପ୍ରଥମ ସୁରିନାମ୍‌ ରାଷ୍ଟ୍ରମୁଖ୍ୟ। ରାଷ୍ଟ୍ରପତି ଭାବେ…

୨ଟି ଅଧ୍ୟାଦେଶକୁ ସ୍ୱୀକୃତି ପ୍ରଦାନ କଲେ…

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗ୍ରାମୀଣ ଅର୍ଥନୀତିକୁ ମଜବୁତ କରିବା ଓ କୃଷକମାନଙ୍କୁ ସହାୟତା ପ୍ରଦାନ ଲକ୍ଷ୍ୟରେ ଜାରି କରାଯାଇଥିବା ଦୁଇଟି ଅଧ୍ୟାଦେଶକୁ ସ୍ୱୀକୃତି ପ୍ରଦାନ କରିଛନ୍ତି। ଏହି ଦୁଇଟି ଅଧ୍ୟାଦେଶ ହେଉଛି, କୃଷକ, ଉତ୍ପାଦ, ବ୍ୟବସାୟ, ବାଣିଜ୍ୟ ପ୍ରୋତ୍ସାହନ ଓ ସୁବିଧା ଅଧ୍ୟାଦେଶ…

ଜାତୀୟ ମୁଖ୍ୟ ଭିଜିଲାନ୍ସ କମିଶନର ହେଲେ…

ନୂଆଦିଲ୍ଲୀ: ଆଜି କେନ୍ଦ୍ରୀୟ ଭିଜିଲାନ୍ସ୍‌ର ନୂତନ କମିଶନର ଭାବେ ଶପଥ ଗ୍ରହଣ କରିଛନ୍ତି ସଞ୍ଜୟ କୋଠାରୀ। ରାଷ୍ଟ୍ରପତି ଭବନରୁ ଏନେଇ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁସାରେ, ଆଜି ସକାଳ ସାଢ଼େ ୧୦ଟାରେ ରାଷ୍ଟ୍ରପତି ଭବନରେ ଏକ ସମାରୋହରେ ସଞ୍ଜୟ କୋଠାରୀ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି…

ମଧ୍ୟପ୍ରଦେଶ: ରାଷ୍ଟ‌୍ରପତି ଶାସନ ପାଇଁ…

ଭୋପାଳ: ମହାମାରୀ କରୋନା ଭାଇରସକୁ ନେଇ ସମସ୍ତେ ଚିନ୍ତିତ। ହେଲେ ଏହାରି ମଧ୍ୟରେ ମଧ୍ୟପ୍ରଦେଶରେ ରାଜନୀତି ଦେଖିବାକୁ ମିଳିଛି। ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା କମଲନାଥ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ ଅଭିଯୋଗ କରି…