Odisha Link
Bridging the Missing Links in Odisha
Browsing Tag

Prithviraj Harichandan

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ…

ଓଏଲ୍‌ ବ୍ୟୁରୋ: ବରିଷ୍ଠ ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ସିବିଆଇର ସମନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଦୁର୍ନୀତି ପ୍ରମାଣିତ ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଦୁର୍ନୀତି ପ୍ରତି ସରକାରଙ୍କ ଶୂନ୍ୟ ସହନଶୀଳତା ରହିଛି। ଯେବେବଡ଼ ଅଧିକାରୀ ହେଉ କି…

ସ୍କୁଲ ବନ୍ଦ ନିଷ୍ପତ୍ତି ପ୍ରତ୍ୟାହାର କର:…

ଭୁବନେଶ୍ୱର: ପ୍ରାଥମିକ ସ୍କୁଲ ବନ୍ଦ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି। ଏହି ପରିପ୍ରେକ୍ଷୀରେ ସ୍କୁଲ ବନ୍ଦ ନିଷ୍ପତ୍ତି ଏକ ଭୟଙ୍କର ନିଷ୍ପତ୍ତି ବୋଲି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ପୃଥ୍ୱୀରାଜ କହିଛନ୍ତି ଯେ, ୯ ହଜାର ପ୍ରାଥମିକ ସ୍କୁଲ ବନ୍ଦ ନିଷ୍ପତ୍ତି…

ବିଜେଡି ପଦଯାତ୍ରାକୁ ବିରୋଧୀଙ୍କର କଟାକ୍ଷ

ଭୁବନେଶ୍ୱର: ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ବିଜେଡି ପକ୍ଷରୁ ଆଜି ଠାରୁ କରୋନା ସଚେତନତା ଅଭିଯାନ ଆରମ୍ଭ ହୋଇଛି। ବିଜେଡି ମୁଖ୍ୟାଳୟ ଠାରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ନଭେମ୍ବର ୨ ତାରିଖ ଯାଏଁ ଏହି ଅଭିଯାନ ଚାଲିବ। ଏହି ଅବସରରେ ପ୍ରତି ୱାର୍ଡ ଓ ପଞ୍ଚାୟତସ୍ତରରେ ଜନସଚେତନତା…

NPR ପ୍ରସଙ୍ଗରେ ସୁରଙ୍କ ମନ୍ତବ୍ୟ

ଭୁବନେଶ୍ବର: ଗତକାଲି ଜାତୀୟ ଜନସଂଖ୍ୟା ରେଜିଷ୍ଟର(ଏନପିଆର)କୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି। ହେଲେ ଏହାକୁ ନେଇ ରାଜନୀତି ଦେଖିବାକୁ ମିଳିଛି। କଂଗ୍ରେସ ବିଧାୟକ ସୁର ରାଉତରାୟ ଏନଆରସି, ସିଏଏ ଓ ଏନପିଆରକୁ ନେଇ କହିଛନ୍ତି ଯେ, ଆସନ୍ତା ୨୮ରେ କଂଗ୍ରେସର ପ୍ରତିଷ୍ଠା ଦିବସ। ସେହିଦିନଠୁ…

କଂଗ୍ରେସ ବିଭ୍ରାନ୍ତି କରୁଛି :…

ଭୁବନେଶ୍ବର: NRC ଓ NPR ପ୍ରସଙ୍ଗରେ କଂଗ୍ରେସ ଲୋକଙ୍କୁ ବିଭ୍ରାନ୍ତି କରୁଛି ବୋଲି ପୃ‌ଥ୍ବୀରାଜ ହରିଚନ୍ଦନ ମନ୍ତବ୍ୟ ଦେଇଛନ୍ତି । NRC ଓ NPR ପ୍ରସଙ୍ଗ ଉପରେ ରାଜ୍ୟ ବିଜେପି ୧କୋଟି ଲୋକଙ୍କ ପାଖକୁ ଯିବ ବୋଲି ସେ କହିଛନ୍ତି ।