ସ୍କୁଲ ଫି ବୃଦ୍ଧିର ଆପୋସ ସମାଧାନ କର :…
କଟକ : ରାଜ୍ୟରେ ବେସରକାରୀ ସ୍କୁଲ ଫି ବୃଦ୍ଧି ପ୍ରସଙ୍ଗରେ ହାଇକୋର୍ଟ ଆଜି ତାଙ୍କ ରାୟ ଶୁଣାଇଛନ୍ତି। ଏହି ମାମଲାରେ ଆପୋସ ଆଲୋଚନା କରି ସମାଧାନ କରିବାକୁ ହାଇକୋର୍ଟ ରାୟ ଦେଇଛନ୍ତି। ଏହି ଘଟଣାରେ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଅଭିଭାବକ, ଶିକ୍ଷକ ଓ ବେସରକାରୀ ସ୍କୁଲ ପ୍ରତିନିଧିଙ୍କୁ ନେଇ ବୈଠକ କରି…