ପହଣ୍ଡି ବେଳେ ମସ୍ତକରୁ ଖସିଗଲା…
ଓଏଲ୍ ବ୍ୟୁରୋ: ଗତକାଲି ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିଥିଲେ ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଡ ଭାଇ ବଳଭଦ୍ର, ତାପରେ ଭଉଣୀ ସୁଭଦ୍ରା ଏବଂ ଶେଷରେ ଜନ୍ମବେଦୀକୁ ବିଜେ କରିଥିଲେ ମହାପ୍ରଭୁ ଜଗନ୍ନାଥ। ମହାପ୍ରଭୁଙ୍କ ଆଡପ ବିଜେ ଦେଖିବାକୁ ଲୋକାରଣ୍ୟ ହୋଇପଡ଼ିଥିଲା…