ଆଜି ଶ୍ରୀଜିଉଙ୍କ ଦୁର୍ଲଭ ପଦ୍ମବେଶ
ଓଏଲ୍ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁୁର୍ଲଭ ପଦ୍ମବେଶ ଅନୁୁଷ୍ଠିତ ହେବ। ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ଅର୍ଥାତ ଆପାଦ ମସ୍ତକ ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧା ବିଗ୍ରହ। ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ…