Odisha Link
Bridging the Missing Links in Odisha
Browsing Tag

Puri

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ…

ଓଏଲ୍‌ ବ୍ୟୁରୋ: ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହୋଇଛନ୍ତି ବରିଷ୍ଠ ଆଇଏଏସ ଅଧିକାରୀ ଅରବିନ୍ଦ ପାଢ଼ୀ। ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏବେ ସେ କୃଷି ବିଭାଗର ପ୍ରମୁଖ ସଚିବ ଭାବେ…

କେବେ ଖୋଲିବ ରତ୍ନଭଣ୍ଡାର? ପୁଣି ଚର୍ଚ୍ଚା…

ଓଏଲ୍‌ ବ୍ୟୁରୋ: ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ହାଇଲେବୁଲ କମିଟି ଦେଇଥିବା ପ୍ରସ୍ତାବକୁ ପରିଚାଳନା କମିଟି ମଂଜୁରୀ କରିଛି। ୧୪ରେ ଖୋଲିବାକୁ ପ୍ରସ୍ତାବ…

ଆଜି ପବିତ୍ର ହେରା ପଞ୍ଚମୀ,…

ଓଏଲ୍‌ ବ୍ୟୁରୋ: ଆଜି ହେଉଛି ପବିତ୍ର ହେରା ପଞ୍ଚମୀ। ରଥଯାତ୍ରା ଆଦ୍ୟପର୍ବରେ ପାଳିତ ହେଉଥିବା ଏକ ବିଶେଷ ପର୍ବ। ମହାପ୍ରଭୁଙ୍କ ଉପରେ ରୋଷ କରି ଶ୍ରୀମନ୍ଦିରୁ ଗୁଣ୍ଡିଚା ମନ୍ଦିରକୁ ଆସିବେ ମା’ ଭଗବତୀ। ଆଜି ମାନ ଅଭିମାନର ଜ୍ୱଳନ୍ତ ଯାତ ହେରାପଞ୍ଚମୀ। ରଥଯାତ୍ରାଠାରୁ ପାଞ୍ଚଦିନ ଅର୍ଥାତ ଆଷାଢ଼ ଶୁକ୍ଳ…

ରଥରେ ଅଘଟଣ: ଆଇନମନ୍ତ୍ରୀଙ୍କ ବୟାନକୁ…

ଓଏଲ୍‌ ବ୍ୟୁରୋ: ଗତକାଲି ମହାପ୍ରଭୁଙ୍କ ଆଡ଼ପ ପହଣ୍ଡି ବେଳେ ଅଭାବନୀୟ ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଥିଲା। ଏହି ଘଟଣାକୁ ନେଇ ବିଜୁ ଜନତା ଦଳ ସାମ୍ବାଦିକ ସମ୍ମିଳନୀ କରି ଦୁଃଖ ପ୍ରକାଶ କରିଛି। ବିଜେଡି ନେତ୍ରୀ ସୁଲୋଚନା ଦାସ କହିଛନ୍ତି, ଏହି ଘଟଣାରେ ସମସ୍ତେ ବ୍ୟଥିତ, ଦୁଃଖିତ ଓ ମର୍ମାହତ ସୁଲୋଚନା…

ରାତି ପାହିଲେ ରଥଯାତ୍ରା, ବଡ଼ଦାଣ୍ଡରେ…

ଓଏଲ୍‌ ବ୍ୟୁରୋ: ରାତି ପାହିଲେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ବଡ଼ଦାଣ୍ଡକୁ ଆସିବେ ଶ୍ରୀଜିଉ। ରଥଯାତ୍ରାର ଦିନକ ପୂର୍ବରୁ ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀ ପରିଷଦ। ଆଜି ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀ, ୨ ଉପ-ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀ ମଣ୍ଡଳର ସଦସ୍ୟ…

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ: ଗଠନ ହେଲା…

ଓଏଲ୍‌ ବ୍ୟୁରୋ: ଖୁବଶୀଘ୍ର ଖୋଲିିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର। ରାଜ୍ୟ ସରକାର ରତ୍ନ ଭଣ୍ଡାର ଖୋଲିବା ପାଇଁ ପୂର୍ବ କମିଟିକୁ ଭାଙ୍ଗି ୧୬ ଜଣିଆ କମିଟି ଗଠନ କରିଛନ୍ତି। ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥ ନୂଆ କମିଟିର ମୁଖ୍ୟ ହୋଇଛନ୍ତି। ୬ ତାରିଖରେ ଏହି ନୂଆ କମିଟି…

ବଡ଼ଦାଣ୍ଡରେ ବ୍ୟବସାୟ ନୁହେଁ, ଜନସେବା…

ଓଏଲ୍‌ ବ୍ୟୁରୋ: ଆଉ ଦିନ କେଇଟା ପରେ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସବୁଠୁ ବଡ଼ କଥା ହେଲା ଚଳିତବର୍ଷ ୧୫ ଦିନ ବଦଳରେ ୧୩ ଦିନ ଅଣସର ନୀତି ଅନୁଷ୍ଠିତ ହେବ। ଅର୍ଥାତ୍‌ ୫୩ ବର୍ଷ ପରେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବ। ୧୯୭୧ ମସିହାରେ…

ବଢୁଛି ରତ୍ନଭଣ୍ଡାର ଦ୍ୱନ୍ଦ୍ୱ, ଖୁବଶୀଘ୍ର…

ଓଏଲ୍‌ ବ୍ୟୁରୋ: ରତ୍ନଭଣ୍ଡାରକୁ ନେଇ ବଢୁଛି ଦ୍ୱନ୍ଦ୍ୱ। ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଏବଂ ଏହାର ସୁରକ୍ଷା ନେଇ କ୍ରମାଗତ ପ୍ରଶ୍ନ ଉଠି ଚାଲିଛି। ବିଜେପି ସରକାର କ୍ଷମତାକୁ ଆସିବା ପରେ ଏହାର ନିର୍ବାଚନ ପ୍ରତିଶ୍ରୁତି ମୁତାବକ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା ସହିତ ରତ୍ନଭଣ୍ଡାର ଚାବି ଖୋଲିବା ପାଇଁ…

ଚଳଚଞ୍ଚଳ ଶ୍ରୀକ୍ଷେତ୍ର, ଦ୍ରୁତଗତିରେ…

ଓଏଲ୍‌ ବ୍ୟୁରୋ: ଆଉ ଦିନ କେଇଟା ପରେ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସବୁଠୁ ବଡ଼ କଥା ହେଲା ଚଳିତବର୍ଷ ୧୫ ଦିନ ବଦଳରେ ୧୩ ଦିନ ଅଣସର ନୀତି ଅନୁଷ୍ଠିତ ହେବ। ଅର୍ଥାତ୍‌ ୫୩ ବର୍ଷ ପରେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବ। ୧୯୭୧ ମସିହାରେ…

ଆଜି ଅଣସର ଦଶମୀ, ଅନୁଷ୍ଠିତ ହେବ…

ଓଏଲ୍‌ ବ୍ୟୁରୋ: ଆଜି ଅଣସର ଦଶମୀ। ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କର ଅନୁଷ୍ଠିତ ହେବ ଚକାବିଜେ ନୀତି।ଯାହା ଫଳରେ ଜ୍ୱର ଜନିତ ପୀଡାରୁ ସାମାନ୍ୟ ସୁସ୍ଥତା ମିଳିବାର ବିଶ୍ୱାସ ରହିଛି। ଦଇତାପତି ସେବକ ମାନେ ଶ୍ରୀଜୀଉଙ୍କୁ ଚକା ଉପରକୁ ବିଜେ କରାଇବା ସହ ଚକଟା ଓ ପଣାଭୋଗ ଲାଗି କରାଇବେ। ସେପଟେ…