Odisha Link
Bridging the Missing Links in Odisha
Browsing Tag

Puri

ଆଜି ଅଣସର ଦଶମୀ, ଅନୁଷ୍ଠିତ ହେବ…

ଓଏଲ୍‌ ବ୍ୟୁରୋ: ଆଜି ଅଣସର ଦଶମୀ। ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କର ଅନୁଷ୍ଠିତ ହେବ ଚକାବିଜେ ନୀତି।ଯାହା ଫଳରେ ଜ୍ୱର ଜନିତ ପୀଡାରୁ ସାମାନ୍ୟ ସୁସ୍ଥତା ମିଳିବାର ବିଶ୍ୱାସ ରହିଛି। ଦଇତାପତି ସେବକ ମାନେ ଶ୍ରୀଜୀଉଙ୍କୁ ଚକା ଉପରକୁ ବିଜେ କରାଇବା ସହ ଚକଟା ଓ ପଣାଭୋଗ ଲାଗି କରାଇବେ। ସେପଟେ…

ସ୍ନାନମଣ୍ଡପରେ ଶ୍ରୀଜିଉ, ସାଢ଼େ ୩ଟାରୁ…

ଓଏଲ୍‌ ବ୍ୟୁରୋ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ବଡ଼ ଦେଉଳର ରତ୍ନବେଦୀ ଛାଡ଼ି ସ୍ନାନମଣ୍ଡପକୁ ଆସିଛନ୍ତି ଚତୁର୍ଦ୍ଧା ମୂର୍ତ୍ତୀ। ୧୦୮ ସୁବାସିିତ ଜଳରେ ସ୍ନାକ କରିବେ ଶ୍ରୀଜିଉ। ପରେ ଦୁର୍ଲଭ ଗଜାନନ ବେଶରେ ଭକ୍ତଙ୍କୁ ଦେବେ ଦର୍ଶନ। ଆଜି ୫ଟାରୁ ଶ୍ରୀବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଏବେ…

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଗଜବେଶରେ ଦର୍ଶନ ଦେବେ ମହାପ୍ରଭୁ। ସ୍ନାନବେଦୀରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ସ୍ନାନପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ଉପରେ କଟକଣା ଜାରି ହୋଇଛି। ଆସନ୍ତାକାଲି କେବଳ ସିଂହଦ୍ବାର ଦେଇ ପଶିବେ ଶ୍ରଦ୍ଧାଳୁ।…

ଆସନ୍ତାକାଲି ପବିତ୍ର ଦେବସ୍ନାନ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଗଜବେଶରେ ଦର୍ଶନ ଦେବେ ମହାପ୍ରଭୁ। ସ୍ନାନବେଦୀରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ସ୍ନାନପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ଉପରେ କଟକଣା ଜାରି ହୋଇଛି। ଆସନ୍ତାକାଲି କେବଳ ସିଂହଦ୍ବାର ଦେଇ ପଶିବେ ଶ୍ରଦ୍ଧାଳୁ।…

ସ୍ୱାଭାବିକ ହେଲା ଶ୍ରୀଜିଉଙ୍କ…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ ହୋଇଥିବା ଜଣା ପଡିଥିଲା। ସେବାୟତଙ୍କ ଭିତରେ ବିବାଦ ପାଇଁ ବିଳମ୍ବରେ ଚାଲିଥିଲା ନୀତି। ବର୍ତ୍ତମାନ ତାହା ସ୍ୱାଭାବିକ ହୋଇଛି। ମଙ୍ଗଳବାର ଏକାଦଶୀରେ ମହାପ୍ରଭୁଙ୍କ ବିବାହ ନୀତି ହେବାକୁ ଥିବାବେଳେ ସେବାୟତଙ୍କ ମଧ୍ୟରେ ବିବାଦ ହୋଇଥିଲା। ଫଳରେ ୫…

ରଥଯାତ୍ରା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ,…

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୨ ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଏବଂ ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ପୁରୀରେ ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ନୀତିକାନ୍ତି ଓ ସେବାୟତଙ୍କ କାର୍ଯ୍ୟ ସମ୍ପାଦନ ଉପରେ ଆଲୋଚନା ରହିଥିବାବେଳେ ମୁଖ୍ୟ…

ଆଜି ଦେବୀ ଋକ୍ମିଣୀଙ୍କୁ ବିବାହ କରିବେ…

ଓଏଲ୍‌ ବ୍ୟୁରୋ: ଆଜି ଋକ୍ମିଣୀ ହରଣ ଏକାଦଶୀ। ଆଜି ବଡ଼ ଦେଉଳରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦେବୀ ଋକ୍ମିଣୀଙ୍କ ସହ ବିବାହ ନୀତି ସମ୍ପନ୍ନ ହେବ। ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ଏବଂ ବିବାହ ଉତ୍ସବ ନୀତି ପାଳନ କରାଯିବାର ପରମ୍ପରା ରହିଆସିଛି। ସକାଳଧୂପ ପୂଜା ବସିଥିବା…

ଅପେକ୍ଷାର ଅନ୍ତ, ଭକ୍ତଙ୍କ ପାଇଁ ଖୋଲିଲା…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ସମୟରେ କଥା ଦେଇଥିଲେ, ଏବେ କଥା ରଖିଲା ବିଜେପି ସରକାର। ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ୪ ଦ୍ବାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ନୂତନ ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟଙ୍କ…

୫୩ ବର୍ଷ ପରେ ବିରଳ ଯୋଗ: ଗୋଟିଏ ଦିନରେ…

ଓଏଲ୍‌ ବ୍ୟୁରୋ: ଆଉ ଏକ ମାସରୁ କମ୍‌ ସମୟ ରହିଲା ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ସବୁଠୁ ବଡ଼ କଥା ହେଲା ଚଳିତବର୍ଷ ୧୫ ଦିନ ବଦଳରେ ୧୩ ଦିନ ଅଣସର ନୀତି ଅନୁଷ୍ଠିତ ହେବ। ଅର୍ଥାତ୍‌ ୫୩ ବର୍ଷ ପରେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବ। ହାତରେ ଦୁଇଦିନ ସମୟ…

ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁ…

ଓଏଲ୍‌ ବ୍ୟୁରୋ: ପୁରୀ ନରେନ୍ଦ୍ର ପୁଷ୍କରଣୀ ଦେବୀ ଘାଟ ଠାରେ ବାଣ ବିସ୍ଫୋରଣ ଟ୍ରାଜେଡି ଘଟଣାରେ ମୃତ୍ୟୁ ସଂଖ୍ୟା ୧୫ରେ ପହଂଚିଛି। ଘଟଣାରେ ଅନ୍ୟ ୧୨ଜଣ ବର୍ତମାନ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୩ଜଣଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଠିକ ହୋଇଯାଇଥିବାରୁ ସେମାନଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ…