Odisha Link
Bridging the Missing Links in Odisha
Browsing Tag

Puri

ପୁରୀ: ଆଜି ୩ ଘଣ୍ଟା ବନ୍ଦ ରହିବ…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି। ବନକଲାଗି ନୀତି ପାଇଁ ୩ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୭ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ବନକଲାଗି ନୀତି ହେବ। ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନକୁ…

ପୁରୀ ଲୋକସଭା: ଦିନ ୧୨ଟା ସୁଦ୍ଧା ସମ୍ବିତ…

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ଭୋଟ ଗଣତି। ବାଲାଟ୍‌ ପେପର ଭୋଟ ଗଣତି ପରେ ଆରମ୍ଭ ହୋଇଛି ଇଭିଏମ୍‌ ଗଣତି। ଏବେ ସୁଦ୍ଧା ପ୍ରାୟ ଆସନରେ ୫ ରାଉଣ୍ଡ ଗଣତି ଶେଷ ହେଲାଣି। ତେବେ ମୁଖ୍ୟ ନିର୍ବାଚନ କମିଶନରଙ୍କ ଓ୍ବେବସାଇଟ୍‌ରେ ପ୍ରକାଶିତ ତଥ୍ୟ ଅନୁଯାୟୀ ପୁରୀ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଆଗରେ…

ପୁରୀ ଲୋକସଭା: ସମ୍ବିତ ଆଗରେ, ଅରୂପ ପଛରେ

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ଭୋଟ ଗଣତି। ବାଲାଟ୍‌ ପେପର ଭୋଟ ଗଣତି ପରେ ଆରମ୍ଭ ହୋଇଛି ଇଭିଏମ୍‌ ଗଣତି। ତେବେ ମୁଖ୍ୟ ନିର୍ବାଚନ କମିଶନରଙ୍କ ଓ୍ବେବସାଇଟ୍‌ରେ ପ୍ରକାଶିତ ତଥ୍ୟ ଅନୁଯାୟୀ ପୁରୀ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଆଗରେ ରହିଛନ୍ତି। ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର ଆଗରେ ରହିଛନ୍ତି।…

ପୁରୀ ବାଣ ବିସ୍ଫୋରଣ ଘଟଣା: ଆଉ ଜଣଙ୍କର…

ଓଏଲ୍‌ ବ୍ୟୁରୋ: ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଶନିବାର ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଏହି ଘଟଣାରେ ମୃତ୍ୟୁ ସଂଖ୍ୟଳା ୮କୁ ବୃଦ୍ଧି ପାଇଛି। ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ…

ପୁରୀ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର…

ଓଏଲ୍‌ ବ୍ୟୁରୋ: ସକାଳୁ ସକାଳୁ ପୁରୀ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ବାର ନିକଟରେ ଲାଗିଲା ନିଆଁ। ନାକଚଣା ନିକଟରେ ଥିବା ଅଳିଆ ଗଦାରେ ଲାଗିଥିଲା ନିଆଁ। ଅଗ୍ନିଶମ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି। ଏଥିରେ କାହାର କିଛି କ୍ଷତି ହୋଇ ନଥିବା ସୂଚନା ରହିଛି। ସ୍ଥାନୀୟ ବାସିନ୍ଦାଙ୍କ କହିବା ମୁତାବକ,…

ପୁରୀ ବାଣ ବିସ୍ଫୋରଣ ଘଟଣା: ଆଉ ୨ ଜଣଙ୍କ…

ଓଏଲ୍‌ ବ୍ୟୁରୋ: ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଶୁକ୍ରବାର ଆଉ ୨ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଏହି ଘଟଣାରେ ମୃତ୍ୟୁ ସଂଖ୍ୟଳା ୬କୁ ବୃଦ୍ଧି ପାଇଛି। ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। ଚିକିତ୍ସାଧୀନ ଅବସ୍ଥାରେ ଏହି ୨ ଜଣଙ୍କ…

“ପୁରୀକୁ ବିଶ୍ୱସ୍ତରୀୟ ଐତିହାସିକ…

ଓଏଲ୍‌ ବ୍ୟୁରୋ: ଆଉ ଦୁଇ ଦିନ ପରେ ଓଡ଼ିଶାରେ ହେବ ତୃତୀୟ ପର୍ଯ୍ୟାୟ ନିର୍ବାଚନ। ଯାହା ଉପରେ ସମସ୍ତଙ୍କ ନଜର ରହିଛି। କାରଣ ରାଜ୍ୟ ରାଜନୀତିର ହଟସ୍ପଟ୍‌ ଭାବେ ପରିଚିତ ୬ ସଂସଦୀୟ କ୍ଷେତ୍ରରେ ହେବ ମତଦାନ। ସେ ମଧ୍ୟରୁ ପୁରୀ ଲୋକସଭା ଆସନ ଅନ୍ୟତମ। ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୋଡ ଶୋ' କରି…

ଜଗା ଦର୍ଶନ କଲେ ପ୍ରଧାନମନ୍ତ୍ରୀ,…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନ ମାହୋଲ ଥିବାବେଳେ ଆଜି ପୁରୀ ଗସ୍ତ କରି ଜଗା ଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ୟ ଦିବସରେ ସକାଳୁ ସକାଳୁ ପୁରୀ ଗସ୍ତ କରିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ…

ମେ’ ୧୯ରେ ପୁଣି ଓଡ଼ିଶା ଆସୁଛନ୍ତି…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ମେ’ ୨୦ ତାରିଖରେ ହେବ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ। ଆଉ ସେହି ଦିନ ପୁଣିଥରେ ଓଡ଼ିଶାରେ ପ୍ରଚାର କରିବାକୁ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମେ' ୧୯ ତାରିଖରେ ପୁଣିଥରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧନାମନ୍ତ୍ରୀ ନରେନ୍ଦ୍ର ମୋଦି। ସେହିପରି ୨୦ ତାରିଖ ସକାଳେ…

ପୁରୀରେ ଜମିବ ପ୍ରଚାର: ସକାଳେ ମୋଦି,…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ମେ' ୨୦ ତାରିଖରେ ହେବ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ। ଆଉ ସେହି ଦିନ ପୁଣିଥରେ ଓଡ଼ିଶାରେ ପ୍ରଚାର କରିବାକୁ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜଗନ୍ନାଥ ଧାମ ଭାବେ ପରିଚିତ ପୁରୀରେ ବିଶାଳ ରୋଡ ଶୋ' କରିବେ ପିଏମ୍‌ ମୋଦି। ସେହିଦିନ ବିଜେଡିର ପୋଷ୍ଟର ବୟ ଭି…