କାହାର ହେବ ପୁରୀ ଲୋକସଭା ଆସନ?
ଓଏଲ୍ ବ୍ୟୁରୋ: ନିର୍ବାଚନ ତାରିଖ ଯେତିକି ପାଖଉଛି ସେତେ ସରଗରମ ହେଉଛି ଓଡ଼ିଶା ରାଜନୀତି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ରାଜ୍ୟରେ ୩ ପ୍ରମୁଖ ଦଳ ନିଜର ଜୋରଦାର ପ୍ରଚାର ଜାରି ରଖିଥିବାବେଳେ ଷ୍ଟାର ପ୍ରଚାରକ ମାନେ ନିର୍ବାଚନୀ ପ୍ରଚାରରେ ଲାଗିପଡିଛନ୍ତି। ଏସବୁ…