ପୂର୍ବ ଭାରତରେ ପ୍ରଥମ: ସୋଆ…
ଭୁବନେଶ୍ୱର: ଆଉ ଏକ ସଫଳତା ସାଉଁଟିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସଟି) । କ୍ୟୁଏସ୍ ଆଇ-ଗଜ୍ ପକ୍ଷରୁ ଡାଇମଣ୍ଡ ୟୁନିଭର୍ସିଟି ରେଟିଂ ହାସଲ କରିଛି ସୋଆ । ଏହି ସଫଳତା ହାସଲ କରିବା ପରେ କ୍ୟୁଏସ୍ ଆଇ-ଗଜ୍ ପକ୍ଷରୁ କୁହାଯାଇଛି ଯେ ଡାଇମଣ୍ଡ ରେଟିଂ ହାସଲ କରିବା ନେଇ ସୋଆ ଅଭୁୁତପୂର୍ବ…