ରବୀନ୍ଦ୍ର ମଣ୍ଡପରେ ପାଳିତ ହେବ ଜାତୀୟ…
ଭୁବନେଶ୍ବର: ଚଳିତ ଜାନୁଆରୀ ୨୫ ତାରିଖରେ ରାଜ୍ୟସ୍ତରୀୟ ଜାତୀୟ ମତଦାତା ଦିବସ ଭୁବନେଶ୍ୱରସ୍ଥ ରବୀନ୍ଦ୍ର ମଣ୍ଡପଠାରେ ମହାସମାରୋହରେ ପାଳନ କରାଯିବ ବୋଲି ଆଜିର ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ୍ ସମ୍ମିଳନୀ କକ୍ଷରେ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ…