Odisha Link
Bridging the Missing Links in Odisha
Browsing Tag

Rain

ରବିବାରଠୁ କମିବ ବର୍ଷା, ୬ ଜିଲ୍ଲାକୁ…

ଓଏଲ୍‌ ବ୍ୟୁରୋ: ୨ ଦିନ ଧରି ରାଜ୍ୟରେ ଲାଗି ରହିଥିବା ଲଗାଣ ବର୍ଷାରେ କାଲିଠୁ ଲାଗିବ ବିରାମ। ଅବପାତ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆସନ୍ତାକାଲି ବର୍ଷାର ପରିମାଣ ବହୁ ମାତ୍ରାରେ କମିଯିବାର ସମ୍ଭାବନା ରହିଛି। ଆଜି ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ…

ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଓଏଲ୍‌ ବ୍ୟୁରୋ: ଅବପାତରେ ପରିଣତ ହେଲା ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସଦୃଶ୍ୟ ଲଘୁଚାପ। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳ ଉପରେ କେନ୍ଦ୍ରୀଭୂତ ରହିଛି। ଏହି ଅବପାତ ଆସନ୍ତା ୧୨ ଘଣ୍ଟା ଭିତରେ ଦୁର୍ବଳ ହେବା ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ବର୍ତ୍ତମାନ ଘଣ୍ଟା…

ବର୍ଷା ପାଇଁ ବଡ଼ ପ୍ରସ୍ତୁତି: ୭…

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଇଛି ଅବପାତ। ଏହା ପ୍ରଭାବରେ ଓଡ଼ିଶାରେ ଲଗାଣ ବର୍ଷା ସହ ପବନ ଜାରି ରହିଛି। ଲଗାଣ ବର୍ଷା ପାଇଁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ କରାଯାଇଛି। ସମୀକ୍ଷା ବୈଠକରେ ଅନ୍ୟ ବରିଷ୍ଠ କର୍ମଚାରୀ ସାମିଲ ହୋଇଥିବାବେଳେ ମୁଖ୍ୟ ଶାସନ…

ପ୍ରବଳ ବର୍ଷିବ: ୧୦ ଜିଲ୍ଲାକୁ ୟେଲୋ…

ଓଏଲ୍‌ ବ୍ୟୁରୋ: ଲାଗ୍ୟରେ କିଛି ଦିନ ହେବ ଲଗାଣ ବର୍ଷା ଲାଗି ରହିଛି। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର…

ମାଲକାନଗିରିରେ ବର୍ଷା ବିତ୍ପାତ, ବିଭିନ୍ନ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଲାଗି ରହିଛି ଲଗାଣ ବର୍ଷା। ଯାହାଫଳରେ ବିଭିନ୍ନ ଅଞ୍ଚଳରେ ବର୍ଷା ପାଣି ଜମିବାରେ ଲାଗିଛି। ବିଶେଷ ଭାବେ ମାଲକାନଗିରି ଜିଲ୍ଲାରେ ବର୍ଷା ବିତ୍ପାତ ଦେଖିବାକୁ ମିଳିଛି। ଜିଲ୍ଲାର ଅନେକ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି। ପୋଟେରୁ ପୋଲ ଉପରେ ୩ରୁ୪ଫୁଟ୍ ବନ୍ୟା ପାଣି ଯାଉଛି।…

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ,…

ଓଏଲ୍‌ ବ୍ୟୁରୋ: ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ। ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୮…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ପୂର୍ବାନୁମାନ ମୁତାବକ ରାଜ୍ୟରେ ୧୬ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବାର ସମ୍ଭାବନା…

୨୭ଟି ରାଜ୍ୟକୁ ଭୀଷଣ ବର୍ଷା ସତର୍କତା,…

ଓଏଲ୍‌ ବ୍ୟୁରୋ: ଦେଶର ବିଭିନ୍ନ ରାଜ୍ୟରେ ଲାଗି ରହିଛି ବର୍ଷା। ବିଶେଷ ଭାବେ ଆସାମରେ କିଛି ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁଁ ରାଜ୍ୟର ୧୯ଟି ଜିଲ୍ଲାର ସାଢ଼େ ୬ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ବନ୍ୟାରେ ଏପର୍ଯ୍ୟନ୍ତ ୩୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି। ଆସାମ ଓ ଅରୁଣାଚଳ…

୫ ଦିନ ବର୍ଷିବ, ଆକଳନ କଲା ପାଣିପାଗ…

ଓଏଲ୍‌ ବ୍ୟୁରୋ: ଦୀର୍ଘ ଦିନ ଲାଗି ରହିଥିବା ତାତିରୁ ମିଳିଲା ଆଶ୍ବସ୍ତି। ୨ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା କାରଣରୁ ତାତିରୁ ମିଳିଛି ଆଶ୍ବସ୍ତି। ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା ଘଡଘଡି। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡି ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା…

ତାତିରୁ ମିଳିଲା ଆଶ୍ୱସ୍ତି; ରାଜ୍ୟର…

ଓଏଲ୍‌ ବ୍ୟୁରୋ: ବଦଳିଲା ପାଣିପାଗ। ତାତିରୁ ମିଳିଲା ଆଶ୍ବସ୍ତି। ଆଜି ସନ୍ଧ୍ୟାରେ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇଛି। ଯାହାଫଳରେ ସପ୍ତାହେ ଧରି ଖରା ତାତି ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି। ପ୍ରଚଣ୍ଡ ଖରା, ତତଲା ପବନ ଓ ଗୁଳୁଗୁଳିରୁ ରାଜ୍ୟବାସୀ ସାମାନ୍ୟ ଆଶ୍ବସ୍ତି ଲାଭ…