ରାଜ୍ୟରେ ଆହୁରି ୨୪ ଘଣ୍ଟା ଲାଗି ରହିବ…
ଭୁବନେଶ୍ଵର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟରେ ବର୍ଷା ଲାଗି ରହିଛି । ଫଳରେ ସାଧାରଣ ଜନଜୀବନ ପ୍ରଭାବିତ ହୋଇଛି । ଲଘୁଚାପ ୱେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି । ଫଳରେ ରାଜ୍ୟରେ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର…