ଆଜି ପହିଲି ରଜ: ଶୁଭେଚ୍ଛା ଜଣାଇଲେ…
ଓଏଲ୍ ବ୍ୟୁରୋ: ଆଜି ଗଣପର୍ବ ରଜ। ଓଡ଼ିଶାର ଗଣପର୍ବ ପାଇଁ ଉତ୍ସବମୁଖର ଗାଁଠୁ ସହର। ଜ୍ୟେଷ୍ଠ ମାସ ଶେଷ ଓ ଆଷାଢର ପହିଲି ପୁଲକରେ ଆସିଛି ରଜ ପର୍ବ। ଆଷାଢର ପ୍ରଥମ ଜଳରେ ମାଟି ମା ହୋଇଛି ରଜସ୍ୱଳା। ଏଥିପାଇଁ ଏହିଦିନ କୃଷି କାର୍ଯ୍ୟ ନିଷେଧ କରାଯାଇଥାଏ। ଏହି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି…