Odisha Link
Bridging the Missing Links in Odisha
Browsing Tag

RAJNATH SINGH

ରାଜନାଥଙ୍କ ପରେ ସାଂସଦ ଭାବେ କାହିଁକି…

ଓଏଲ୍‌ ବ୍ୟୁରୋ: ୧୮ତମ ଲୋକସଭାର ପ୍ରଥମ ଅଧିବେଶନ ଆଜିଠୁ ଆରମ୍ଭ ହୋଇଛି। ସର୍ବ ପ୍ରଥମେ ଅଧିବେଶନର ପ୍ରଥମ ଦିନର ଆରମ୍ଭ ଜାତୀୟ ସଙ୍ଗୀତରୁ ହୋଇଛି। ଏହାପରେ ୧୭ତମ ଲୋକସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ ଉପସ୍ଥିତ ଥିବା ସାଂସଦ। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକସଭା ସଦସ୍ୟ…

ଭୁବନେଶ୍ବରରେ ରାଜନାଥ ସିଂ, ଆଉ କିଛି ସମୟ…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ବରରେ ପହଁଞ୍ଚିଲେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ। ବିଜେପି ବିଧାୟକ ଏବଂ ନେତାଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଆଲୋଚନା ପରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯିବ। ଆଜି ଅପରାହ୍ନରେ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ଏହି…

୨୧ରେ ପୁଣି ଓଡ଼ିଶା ଆସିବେ ଶାହ, କାଲି…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ରୋଚକ ହେବାରେ ଲାଗିଛି ଓଡ଼ିଶା ରାଜନୀତି। ଚଳିତ ନିର୍ବାଚନରେ ବିଜେଡି-ବିଜେପି ମଧ୍ୟରେ ଦେଖିବାକୁ ମିଳୁଛି କଡ଼ା ଟକ୍କର। କାରଣ ବିଜେପିର କେନ୍ଦ୍ରୀୟ ନେତାଙ୍କ ଘନ ଘନ ଓଡ଼ିଶା ଗସ୍ତ ଜାରି ରହିଛି। ଓଡ଼ିଶା ଦଖଲ କରିବା ପାଇଁ ବିଜେପି ଜୋରଦାର ଉଦ୍ୟମ କରୁଥିବା ବେଳେ ଶାସକ ଦଳ ବିଜୁ…

କମ୍ପୁଛି ନିର୍ବାଚନୀ ମୈଦାନ; ନାମାଙ୍କନ…

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ନିର୍ବାଚନର ମହାପର୍ବ। ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଓ ଦ୍ଵିତୀୟ ପର୍ଯ୍ୟାୟ ଭୋଟ ଶେଷ ହୋଇଛି। କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ତାଙ୍କର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ବିଶାଳ ଶୋଭାଯାତ୍ରାରେ ଆସି ରାଜନାଥ ସିଂ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।…

ନବରଙ୍ଗପୁରରେ ରାଜନାଥ ସିଂ;…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜ୍ୟକୁ…

ସିକିମରେ ସଡକ ଦୁର୍ଘଟଣା, ୧୬ ଯବାନ ସହିଦ

ଓଏଲ୍‌ ବ୍ୟୁରୋ : ସିକିମରେ ସଡକ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଦୁର୍ଘଟଣାରେ ୧୬ଯବାନ ସହିଦ ହୋଇଥିବା ଜଣା ପଡିଛି। ଏକ ବଡ ଧରଣର ସଡକ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଦୁର୍ଘଟଣାରେ ୧୬ଯବାନ ସହିଦ ହୋଇଥିବା ଜଣା ପଡିଛି। ଘଟଣାଟି ଭାରତ-ଚୀନ ସୀମାରେ ହୋଇଥିବାବେଳେ ସେନାର ଗାଡି…

ପ୍ରତିରକ୍ଷା ମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ: ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। କରୋନାର କରାଳ ରୂପରେ ବିଶ୍ବବାସୀ କଲବଲ ହେଉଥିବା ବେଳେ ଏବେ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ନିଜେ ଆଜି ଅପରାହ୍ନରେ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ।…

LACରେ ସ୍ଥିତି ସୁଦୃଢ଼: ରାଜନାଥ ସିଂ

ନୂଆଦିଲ୍ଲୀ: LAC ସ୍ଥିତି ନେଇ ରାଜ୍ୟସଭାରେ ବଡ ବୟାନ ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ସେ କହିଛନ୍ତି ଯେ, ଲଦାଖର ପୋଙ୍ଗଙ୍ଗ ହ୍ରଦରୁ ସୈନ୍ୟ ପ୍ରତ୍ୟାହାର ଆରମ୍ଭ ହୋଇଛି। ପୋଙ୍ଗଙ୍ଗର ଉତ୍ତର-ଦକ୍ଷିଣ ପ୍ରାନ୍ତରୁ ସୈନ୍ୟ ପ୍ରତ୍ୟାହାର ହେଉଛି। ଚୁକ୍ତି ଅନୁସାରେ ୪୮ ଘଣ୍ଟା ଭିତରେ ସୈନ୍ୟ…

ଜାତୀୟ ଏକତାକୁ ଭାଙ୍ଗିବାକୁ ଚେଷ୍ଟା କଲେ…

ବେଙ୍ଗାଲୁରୁ: ଭାରତ ସବୁବେଳେ ଶାନ୍ତି ଚାହେଁ ଯୁଦ୍ଧ ଚାହେଁ ନାହିଁ। ତେବେ ଯେଉଁ ମହାଶକ୍ତି ବି ହେଉନା କାହିଁକି ଯଦି ସେ ଦେଶର ଜାତୀୟ ଏକତା ଓ ଶାନ୍ତିକୁ ଭଙ୍ଗ କରିବାକୁ ଚେଷ୍ଟା କରିବ, ତା’ହେଲେ ଦେଶର ଯବାନମାନେ ଏହାର ଉଚିତ ଜବାବ ଦେବାକୁ ସକ୍ଷମ ବୋଲି ଶତ୍ରୁ ରାଷ୍ଟ୍ରକୁ ଏଭଳି ଚରମବାଣୀ ଶୁଣାଇଛନ୍ତି…

ଦେଶ ପାଇଁ କଡ଼ା ପଦକ୍ଷେପ ନେବାକୁ ପଛାଇବୁ…

ନୂଆଦିଲ୍ଲୀ: ସୀମା ବିବାଦ ନେଇ ରାଜନାଥ ସିଂହଙ୍କ ବିବୃତି। ଲଦାଖର ସ୍ଥିତି ନେଇ ରାଜ୍ୟସଭାରେ ଆଜି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ବିବୃତି ରଖିଛନ୍ତି। ଭାରତ ଓ ଚୀନ ମଧ୍ୟରେ ସୀମା ବିବାଦ ବର୍ତ୍ତମାନ ଯାଏ ସମାଧାନ ହୋଇ ନାହିଁ। ଭାରତୀୟ ସୀମା ରେଖାକୁ ଗ୍ରହଣ କରିବାକୁ ଚୀନ ଏପର୍ଯ୍ୟନ୍ତ ପ୍ରସ୍ତୁତ…