କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାବଲେଙ୍କୁ…
ମୁମ୍ବାଇ: ରିପବ୍ଲିକାନ୍ ପାର୍ଟି ଅଫ୍ ଇଣ୍ଡିଆର ଅଧ୍ୟକ୍ଷ ଏବଂ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାବଲେଙ୍କୁ କରୋନା। ଏନେଇ କେନ୍ଦ୍ରମନ୍ତ୍ରୀଙ୍କ କାର୍ଯ୍ୟଳୟରୁ ଏନେଇ ସୂଚନା ଦିଆଯାଇଛି। ରାମଦାସ ଅଠାବଲେ କରୋନା ସଂକ୍ରମିତ ହେବା ପରେ ତାଙ୍କୁ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଯେ,…