ଏମ୍ସରେ ଭର୍ତ୍ତି ହେଲେ ଶିକ୍ଷାମନ୍ତ୍ରୀ…
ନୂଆଦିଲ୍ଲୀ: ମେଡିକାଲରେ ଭର୍ତ୍ତି ହେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ। ସ୍ବାସ୍ଥ୍ୟବସ୍ଥା ଅଧିକ ବିଗିଡ଼ିବାରୁ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ଏପ୍ରିଲ ମାସରେ ଶିକ୍ଷାମନ୍ତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲ। ଏହାପରେ ସେ ସୁସ୍ଥ ହୋଇ ଘରକୁ ଫେରିିଥିଲେ। ହେଲେ ପୋଷ୍ଟ କୋଭିଡ ସମସ୍ୟା…