ବଳାତ୍କାର ଘଟଣା ଉପରେ କଣ କହିଲେ ସ୍ମୃତି…
ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଏହି ମାମଲାରେ ଧର୍ମକୁ ଟାଣୁଥିବାରୁ ବିରୋଧୀଙ୍କ ଉପରେ ଜୋରଦାର ବର୍ଷିଛନ୍ତି। ସେ କହିଛନ୍ତି ଯେ, ମହିଳାଙ୍କ ସମ୍ମାନ ବିଷୟରେ ସାମ୍ପ୍ରଦାୟିକ ରଙ୍ଗ ଦେବା ଉଚିତ୍ ନୁହେଁ।
ସ୍ମୃତି ଇରାନୀ ଲୋକସଭାରେ କହିଛନ୍ତି ଯେ, ଆଜି ପଶ୍ଚିମବଙ୍ଗର ଜଣେ ସାଂସଦ ମନ୍ଦିର…