କାହିଁକି ବଢୁଛି ଆଳୁ ଦର? ଜାଣନ୍ତୁ…
ଓଏଲ୍ ବ୍ୟୁରୋ: ଦିନକୁ ଦିନ ଆକାଶ ଛୁଆଁ ହେବାରେ ଲାଗିଛି ଦର। ଗୁରୁବାର ହଠାତ୍ ଆଳୁ କିଲୋ ପିଛା ଦର ୫୦ ଛୁଇଁଛି। ପୂର୍ବରୁ କେବେବି ବର୍ଷା ଋତୁରେ ଆଳୁ ଦର ବୃଦ୍ଧି ପାଇବା ଦେଖାଯାଇନଥିଲା। କିନ୍ତୁ ଚଳିତବର୍ଷ ଏହା ଖାଉଟିଙ୍କ ଚିନ୍ତାର କାରଣ ପାଲଟିଛି। ପଶ୍ଚିମବଙ୍ଗରୁ ହଠାତ୍ ଆମଦାନୀ ବନ୍ଦ ହୋଇଥିବାରୁ…