Odisha Link
Bridging the Missing Links in Odisha
Browsing Tag

Rathayatra

ଆରମ୍ଭ ହେଲା ପହଣ୍ଡି, ରଥରେ ବିଜେ କଲେ…

ଓଏଲ୍‌ ବ୍ୟୁରୋ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ନେଇ ଉତ୍ସବ ମୁଖର ରଥଦାଣ୍ଡ। ଅପେକ୍ଷା କରିଛି ଶ୍ରୀମନ୍ଦିର। ଆଜି ଜନ୍ମବେଦୀରେ ଲୀଳାଖେଳା ସାରି ବାହୁଡ଼ିବେ ମହାପ୍ରଭୁ। ଶ୍ରୀଜୀଉଙ୍କୁ ନେଇ ଆସିବା ପାଇଁ ନାକଚଣା ଦ୍ୱାର ଆଗରେ ପ୍ରସ୍ତୁତ ହୋଇ ଠିଆ ହୋଇଛି ତିନି ରଥ। ବଡଭାଇ ବଳଭଦ୍ର, ଉଭଣୀ ସୁଭଦ୍ରାଙ୍କୁ ଧରି…

ଅପେକ୍ଷାରେ ତିନି ରଥ, ରତ୍ନବେଦୀକୁ…

ଓଏଲ୍ ବ୍ୟୁରୋ:  ଅପେକ୍ଷା କରିଛି ବଡଦେଉଳ। ଆଜି ଜନ୍ମବେଦୀରେ ଲୀଳାଖେଳା ସାରି ବାହୁଡ଼ିବେ ମହାପ୍ରଭୁ। ଶ୍ରୀଜୀଉଙ୍କୁ ନେଇ ଆସିବା ପାଇଁ ନାକଚଣା ଦ୍ୱାର ଆଗରେ ପ୍ରସ୍ତୁତ ହୋଇ ଠିଆ ହୋଇଛି ତିନି ରଥ। ବଡଭାଇ ବଳଭଦ୍ର , ଉଭଣୀ ସୁଭଦ୍ରାଙ୍କୁ ଧରି ଶ୍ରୀମନ୍ଦିର ଫେରିବେ ଶ୍ରୀଜଗନ୍ନାଥ । ବାହୁଡାଯାତ୍ରାକୁ…

ରଥରେ ଅଘଟଣ: ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ

ଓଏଲ୍‌ ବ୍ୟୁରୋ: ଗତକାଲି ମହାପ୍ରଭୁଙ୍କ ଆଡ଼ପ ପହଣ୍ଡି ବେଳେ ଅଭାବନୀୟ ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଥିଲା। ଶରଧାବାଲିରୁ ଗୁଣ୍ଡିଚା ମନ୍ଦିରକୁ ପହଣ୍ଡି ବେଳେ ଚାରରେ ଖସି ପଡ଼ିଥିଲେ ବଡ଼ ଠାକୁର ବଳଭଦ୍ର। ତାଳଧ୍ୱଜ ରଥରୁ ସେବାୟତମାନେ ବଡ଼ ଠାକୁରଙ୍କୁ ପହଣ୍ଡି କରି ଚାରମାଳ ଦେଇ ଆଣୁଥିବା ବେଳେ ହଠାତ୍…

ବଡ଼ଦାଣ୍ଡରେ ବ୍ୟବସାୟ ନୁହେଁ, ଜନସେବା…

ଓଏଲ୍‌ ବ୍ୟୁରୋ: ଆଉ ଦିନ କେଇଟା ପରେ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସବୁଠୁ ବଡ଼ କଥା ହେଲା ଚଳିତବର୍ଷ ୧୫ ଦିନ ବଦଳରେ ୧୩ ଦିନ ଅଣସର ନୀତି ଅନୁଷ୍ଠିତ ହେବ। ଅର୍ଥାତ୍‌ ୫୩ ବର୍ଷ ପରେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବ। ୧୯୭୧ ମସିହାରେ…

ଆସନ୍ତାକାଲି ରଥଯାତ୍ରା ପାଇଁ ସମନ୍ବୟ…

ଓଏଲ୍‌ ବ୍ୟୁରୋ: ଚଳିତ ବର୍ଷ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଜୁନ ୨୨ ଓ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଜୁଲାଇ ୭ ତାରିଖରେ ଅନୁଷ୍ଠିତ ହେବ। ରଥଯାତ୍ରା ପାଇଁ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହେବ। କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଅଧକ୍ଷତାରେ ଦିନ ୧୧ଟାରେ ପୌରସଦନରେ ବୈଠକ ହେବ। ନିର୍ବାଚନ କମିଶନଙ୍କ…

ଦିନକ ପରେ ଶ୍ରୀମନ୍ଦିରକୁ ବାହୁଡ଼ିବେ…

ଓଏଲ୍‌ ବ୍ୟୁରୋ: ଆଉ ଦିନକ ପରେ ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ତିନି ଦିଅଁ। ବାହୁଡା ଯାତ୍ରା ପାଇଁ ଆରମ୍ଭ ହୋଇଛି ନୀତିକାନ୍ତି। ନିୟମ ଅନୁସାରେ ଦକ୍ଷିଣ ମୋଡ଼ ନେଲା ନନ୍ଦିଘୋଷ ରଥ। ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ତିନି ରଥର ଦକ୍ଷିଣ ମୋଡ କରାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିର…

ବଡ଼ଦାଣ୍ଡକୁ ଆସିବେ ବ୍ରହ୍ମାଣ୍ଡ ଠାକୁର,…

ଓଏଲ୍‌ ବ୍ୟୁରୋ: ସଜେଇ ହେଇଛି ବଡଦାଣ୍ଡ, ବଡ଼ଦାଣ୍ଡକୁ ଆସିବେ ବ୍ରହ୍ମାଣ୍ଡ ଠାକୁର। ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଶ୍ରୀମନ୍ଦିରୁ ବାହାରି ରଥେ ବିଜେ କରିବେ କୋଟି ଓଡ଼ିଆର ମଉଡ଼ ମଣି। ରଥଯାତ୍ରା ଅବସରରେ ପୁରୀ ସମୁଦ୍ରରେ ପଇଁତରା ମାରୁଛି ତଟ ସୁରକ୍ଷା ବାହିନୀର ହେଲିକପ୍ଟର। ରଥଯାତ୍ରା ପୂର୍ବରୁ…

ପାଖେଇ ଆସୁଛି ରଥଯାତ୍ରା, ପ୍ରସ୍ତୁତ…

ଓଏଲ୍‌ ବ୍ୟୁରୋ: ବଡ଼ଦାଣ୍ଡକୁ ଆସିବେ ବଡ଼ଠାକୁର। ପାଖେଇ ଆସୁଛି ରଥଯାତ୍ରା। ରଥଯାତ୍ରା ପାଇଁ ଅପେକ୍ଷାରତ କୋଟି କୋଟି ଶ୍ରଦ୍ଧାଳୁ। ମହାବାହୁ ଦର୍ଶନ ଦେବେ କୋଟି କୋଟି ଜନତାଙ୍କୁ। ତିନି ଠାକୁରଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ରଥଯାତ୍ରାକୁ ନଜରରେ ରଖି…

ରଥଯାତ୍ରାକୁ ଆଉ ରହିଲା ୮ ଦିନ, କାଲି…

ଓଏଲ୍‌ ବ୍ୟୁରୋ: ତିନି ଠାକୁରଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ୩ ରଥରେ ଚାଲିଛି ତାଗ ବାଡିଆ କାମ। ଏହା ସହ ପାର୍ଶ୍ବ ଦେବାଦେବୀଙ୍କୁ ରଙ୍ଗ ଦେବାରେ ବ୍ୟସ୍ତ ଚିତ୍ରକର। ରଥଯାତ୍ରାକୁ ନଜରରେ ରଖି ପୂର୍ବ ପ୍ରସ୍ତୁତି ହୋଇଛି। ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ…

ରଥଯାତ୍ରାକୁ ଆଉ ରହିଲା ୧୦ ଦିନ, ଅଣସରରେ…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ଜଗତର ନାଥ ଜଗନ୍ନାଥଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା। ରଥଯାତ୍ରା ପାଇଁ ଚଳଚଞ୍ଚଳ ପୁରୀର ରଥଖଳା। ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ଆଉ ରହିଲା ୧୦ ଦିନ। ଅଣସରରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତନୀତି। ଆଜିଠୁ ଆରମ୍ଭ ହେବ ଠାକୁରଙ୍କ ଓଷ ଲାଗି, ସୁସ୍ଥ ହେବେ…