୧୦୦୦ ଶଯ୍ୟା ବିଶିଷ୍ଟ କୋଭିଡ ଚିକିତ୍ସାଳୟ…
ନୂଆଦିଲ୍ଲୀ: ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଗୁଜରାଟର ଜାମନଗରଠାରେ ଅମ୍ଳଜାନ ଯୋଗାଣ ବ୍ୟବସ୍ଥା ରହିଥିବା ୧୦୦୦ ଶଯ୍ୟା ବିଶିଷ୍ଟ କୋଭିଡ ଚିକିତ୍ସାଳୟ ସ୍ଥାପନ କରାଯାଉଛି। ନାଗରିକମାନଙ୍କୁ ସମସ୍ତ ଚିକିତ୍ସା ସେବା ବିନାମୂଲ୍ୟରେ ଯୋଗାଇ ଦିଆଯିବ ଏବଂ ଏହି କୋଭିଡ୍ ଚିକିତ୍ସାଳୟ ସ୍ଥାପନା ଓ ଏହାର ପରିଚାଳନା…