ଲଗାତାର ଅଷ୍ଟମ ଥର ପାଇଁ ଅପରିବର୍ତ୍ତିତ…
ଓଏଲ୍ ବ୍ୟୁରୋ: ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ବଡ଼ ସୂଚନା ପ୍ରକାଶ ପାଇଛି। ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ରେପୋ ରେଟ୍ ପରିବର୍ତନ ନହେବାରୁ ଇଏମଆଇ ମଧ୍ୟ ବୃଦ୍ଧି ପାଇବନି ବୋଲି ସୂଚନା ମିଳିଛି। ରେପୋ ହାରକୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଥିବା ଆରବିଆଇ ଗଭର୍ଣ୍ଣର…