Odisha Link
Bridging the Missing Links in Odisha
Browsing Tag

Review Petition

ହାଇକୋର୍ଟ ସ୍ଥାୟୀ ବେଞ୍ଚ ଘଟଣା : ବାର…

ଓଏଲ୍ ବ୍ୟୁରୋ : ଦୀର୍ଘ ଦିନ ହେବ ଲାଗିରହିଥିଲା ଓକିଲ ଆନ୍ଦୋଲନ। ଏହି ଆନ୍ଦୋଳନକୁ ନେଇ ଅନେକ ଘଟଣା ଦେଖିବାକୁ ମିଳିଥିଲା। ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନକାରୀ ଓକିଲ ଓ ପୁଲିସ ମଧ୍ୟରେ ମୁହାଁମୁହିଁ ମଧ୍ୟ ହୋଇଥିଲା। ଏହାକୁ ନେଇ ନ୍ୟାୟାଳୟ ରାୟ ଶୁଣାଇଥିଲେ। ସୁପ୍ରିମକୋର୍ଟର ରାୟ…

ଫାଶୀରୁ ବର୍ତ୍ତିବା ପାଇଁ ପବନର ନୂଆ…

ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ମାମଲାର ଦୋଷୀଙ୍କୁ ଆସନ୍ତାକାଲି ଫାଶୀ ଦିଆଯିବାକୁ ଥିବା ବେଳେ ଫାଶୀରୁ ବର୍ତ୍ତିବା ପାଇଁ ପୁଣି ଏକ ନୂଆ ପ୍ରୟାସ ଆପଣାଇଛନ୍ତି ଦୋଷୀ। ୪ ଦୋଷୀଙ୍କ ମଧ୍ୟରୁ ପବନ ଗୁପ୍ତା ଫାଶୀରୁ ବର୍ତ୍ତିବା ପାଇଁ ପୁଣି ଥରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନିର୍ଭୟା…

ନିର୍ଭୟା ଗଣଦୁଷ୍କର୍ମ ମାମଲା: ୧୪ରେ…

ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ଆସନ୍ତା ୧୪ରେ କ୍ୟୁରେଟିଭ୍ ପିଟିସନର ରିଭ୍ୟୁ କରିବେ ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ। ଜଷ୍ଟିସ୍ ଏନଭି ରମାନ୍ନାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠରେ ଜଷ୍ଟିସ ଅରୁଣ ମିଶ୍ର, ଜଷ୍ଟିସ ଆରଏଫ ନରିମାନ, ଜଷ୍ଟିସ ଆର ଭାନୁମତି ଏବଂ ଜଷ୍ଟିସ ଅଶୋକ ଭୂଷଣ…

ଆଜି ନିର୍ଭୟା ମାମଲାର ପୁନର୍ବିଚାର…

ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ଅଭିଯୁକ୍ତ ଅକ୍ଷୟ କୁମାର ସିଂର ପୁନର୍ବିଚାର ଆବେଦନ ଉପରେ ଆଜି ସୁପ୍ରିମକୋର୍ଟ ଶୁଣାଣି କରିବେ। ଏହି ଶୁଣାଣି ଗତକାଲି ହେବାକୁ ଥିଲେ ମଧ୍ୟ ପ୍ରଧାନ ବିଚାରପତି ଜଷ୍ଟିସ ଏସ.ଏ. ବୋବଡ଼େ ଏଥିପାଇଁ ଗଠିତ ବେଞ୍ଚରୁ ନିଜକୁ ପ୍ରତ୍ୟାହାର କରିବା ପରେ ଏକ ନୂଆ…

ନିର୍ଭୟା ଶୁଣାଣିରେ ଟ୍ୱିଷ୍ଟ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆସିଛି ଏକ ଜବରଦସ୍ତ ଟ୍ୱିଷ୍ଟ। ଦୋଷୀ ସାବ୍ୟସ୍ତ ହୋଇଥିବା ଅକ୍ଷୟ କୁମାର ସିଂହ ଠାକୁର କରିଥିବା ରିଭ୍ୟୁ ପିଟିସନର ଶୁଣାଣିରୁ ହଠାତ୍‌ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଏସଏ ବୋବଡେ ଓହରି ଯାଇଛନ୍ତି। ଫଳରେ ଏବେ ଅକ୍ଷୟର ରିଭ୍ୟୁ ପିଟିସନ…

ନିର୍ଭୟା ଦୋଷୀର ଫାଶୀରୁ ବଞ୍ଚିବା…

ନୂଆଦିଲ୍ଲୀ: ହାଇଦ୍ରାବାଦର ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ ପୋଲିସ ଦୋଷୀଙ୍କୁ ଏନକାଉଣ୍ଟର କରି ୯ ଦିନରେ ନ୍ୟାୟ ଦେଇଦେବା ପରେ ଏବେ ସାରା ଦେଶର ନଜର ନିର୍ଭୟା ଦୋଷୀଙ୍କୁ ଫାଶୀ ଦେଇ ପୀଡିତାଙ୍କ ପରିବାରକୁ ନ୍ୟାୟ ଦେବା ପାଇଁ ସାରା ଦେଶରେ ଦାବି ଜୋର ଧରିଥିବା ବେଳେ ଫାଶୀରୁ ବର୍ତ୍ତିବାକୁ ଦୋଷୀମାନେ…

ଅଯୋଧ୍ୟା ମାମଲା ପୁଣି ସୁପ୍ରିମକୋର୍ଟରେ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଅଯୋଧ୍ୟା ମାମଲା ପୁଣି ଥରେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଗତ ନଭେମ୍ବର ୯ ତାରିଖରେ ଅଯୋଧ୍ୟା ମାମଲାର ଶୁଣାଣି ସୁପ୍ରିମକୋର୍ଟ କରିଥିଲେ। ତେବେ ଆଜି(ସୋମବାର) ଏହି ରାୟକୁ ଚ୍ୟାଲେଞ୍ଜ କରାଯାଇଛି। ଆଜି ରାୟର ପୁନର୍ବିଚାର ଲାଗି ଜମିୟତ ଉଲେମା-ଏ-ହିନ୍ଦ ନାମକ ମୁସଲମାନ ସଂଗଠନ…