ଯବାନଙ୍କ ବଳିଦାନ ବୃଥା ଯିବନି: ଭଦୌରିଆ
ହାଇଦ୍ରାବାଦ: ସୀମାରେ ଶାନ୍ତି ପ୍ରତିଷ୍ଠାପାଇଁ ଭାରତ ସବୁବେଳେ ଉଦ୍ୟମ କରିଆସୁଛି। କିନ୍ତୁ ଯଦି ସୀମାରେ ଆହ୍ୱାନପୂର୍ଣ୍ଣ ସ୍ଥିତି ସୃଷ୍ଟି ହୁଏ ତେବେ ଏହାର ମୁକାବିଲା କରିବାକୁ ଭାରତ ପ୍ରସ୍ତୁତ ବୋଲି ବାୟୁସେନା ମୁଖ୍ୟ ଆର.କେ.ଏସ. ଭଦୌରିଆ କହିଛନ୍ତି। ଚୀନକୁ ଜବାବ ଦେବାକୁ ଆମେ ପ୍ରସ୍ତୁତ ରହିଛୁ ବୋଲି…