୪୦୦ ଟଙ୍କାରେ ହେବ ଆରଟି-ପିସିଆର ଟେଷ୍ଟ୍
ଭୁବନେଶ୍ୱର: ଘରୋଇ ଲ୍ୟାବରେ କରୋନା ଟେଷ୍ଟ ଫି’ ନିର୍ଦ୍ଧାରଣ କରିଛନ୍ତି ରାଜ୍ୟ ସରକାର। ଘରୋଇ ଲ୍ୟାବରେ ଆରଟି-ପିସିଆର ଟେଷ୍ଟ ପାଇଁ ଏଣିକି ସର୍ବାଧିକ ୪୦୦ ଟଙ୍କା ଦେବାକୁ ପଡ଼ିବ। ଜିଏସଟି ସହ ଟେଷ୍ଟ ଫି’ ୪୦୦ ଟଙ୍କା ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର। ଫି’ ନିର୍ଦ୍ଧାରଣ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ…