୧୬ ଜିଲ୍ଲାରେ RTPCR ଟେଷ୍ଟିଂ ସେଣ୍ଟର…
ଭୁବନେଶ୍ୱର: କୋଭିଡ଼ ଲଢ଼େଇରେ ରୋଗୀର ଶୀଘ୍ର ପରୀକ୍ଷା ସଂକ୍ରମଣକୁ ରୋକିବାରେ ବିଶେଷ ଗୁରୁତ୍ୱ ବହନ କରେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୧୬ଟି ଜିଲ୍ଲା ଯଥା ଭଦ୍ରକ, ବୌଦ୍ଧ, ଢେ଼ଙ୍କାନାଳ, ଗଜପତି, ଖୋର୍ଦ୍ଧା ଜଗତସିଂହପୁର, ଯାଜପୁର କେନ୍ଦ୍ରାପଡା, ନବରଙ୍ଗପୁର, ମାଲକାନଗିରି, ନୂଆପଡା, ସୋନପୁର,…